www.samajalive.in
Monday, December 8, 2025
17.1 C
Bhubaneswar

ବୌଦ୍ଧ ଜିଲାପାଳଙ୍କ କାର୍ୟ୍ୟାଳୟରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

ବୌଦ୍ଧ: ବୌଦ୍ଧ ଜିଲାପାଳଙ୍କ କାର୍ୟ୍ୟାଳୟ ଠାରେ ଭାରତର ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ଦିବସ ଅବସରରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଛି। ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର୍ୟ ଭଞ୍ଜନ ମଦନ ମୋହନ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ୟ୍ୟକ୍ରମରେ ଜିଲାପାଳଙ୍କ କାର୍ୟ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ମାନେ ରାଷ୍ଟ୍ରୀୟ ସଂହତି, ରାଷ୍ଟ୍ରୀୟ ଏକତା ଏବଂ ରାଷ୍ଟ୍ରର ଅଖଣ୍ଡତା ନେଇ ଶପଥ ପାଠ କରିଥିଲେ। କାର୍ୟ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଉଦବୋଧନ ଦେଇ ରାଷ୍ଟ୍ରୀୟ ସଂହତି, ରାଷ୍ଟ୍ରୀୟ ଏକତା ଏବଂ ରାଷ୍ଟ୍ରର ଅଖଣ୍ଡତା ଉପରେ ସବିଶେଷ ଆଲୋଚନା କରିଥିଲେ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories