www.samajalive.in
Sunday, December 14, 2025
26.1 C
Bhubaneswar

ଶିଶୁ ସୁରକ୍ଷା ଓ ଅଧିକାର ସମ୍ପର୍କରେ ସଚେତନତା

ଫୁଲବାଣୀ: କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆ ବ୍ଲକ ଅର୍ନ୍ତଗତ ବାଲନ୍ଦାପଡ଼ା ଠାରେ ସ୍ୱାତୀ ଓ କ୍ରାଏର ମିଳିତ ସହଯୋଗରେ ପଂଚାୟତସ୍ଥରୀୟ ଗାଁ କଲ୍ୟାଣ ସମିତି ସଭ୍ୟ/ସଭ୍ୟାଙ୍କୁ ନେଇ ଏକ ସମ୍ମିଳନୀ ସ୍ଥାନିୟ ପଂଚାୟତ ଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗ୍ରାମସ୍ଥରୀୟ ଶିଶୁ ମଙ୍ଗଳ, ଅଧିକାର ଓ ସୁରକ୍ଷା ବିଷୟରେ ସଚେତନେତା କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ପଂଚୟାତରାଜ ପ୍ରତିନିଧୀ, ସ୍ୱାସ୍ଥ୍ୟ କର୍ମୀ, ଅଙ୍ଗନବାଡି ଓ ଆଶା କର୍ମୀ, ସ୍କୁଲ ଶିକ୍ଷକ, ଗ୍ରାମ ଓ ଜାତି ମୁଖିଆ, ସ୍ୱୟଂ ସହାୟକ ଦଳର ମହାସଂଘ ସଭ୍ୟା ଯୋଗ ଦେଇଥିଲେ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories