www.samajalive.in
Friday, December 12, 2025
14.1 C
Bhubaneswar

ରାସ୍ତା ପାଇଁ ଜିଲ୍ଲାପାଳଙ୍କୁ ଗୁହାରି କଲେ ଗ୍ରାମବାସୀ

ଫୁଲବାଣୀ: ପୂର୍ବତନ ସାଂସଦ ଙ୍କ ପୋଷ୍ୟ ଗ୍ରାମକୁ ରାସ୍ତା,ବିଜୁଳି ଓ ପାନୀୟ ଜଳର ସମସ୍ୟା ନେଇ ଜିଲ୍ଲାପାଳଙ୍କୁ ଗୁହାରି କଲେ ବିଳାବାଡିର ଗ୍ରାମବାସୀ। ଆଜକୁ ୧୦ ବର୍ଷ ହେବ ଏହି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା ସମ୍ପର୍କରେ ଯେତେ ଦରଖାସ୍ତ ଦେଲେ ମଧ୍ୟ ବିଲାବାଡି ଗ୍ରାମ ପଞ୍ଚାଯତ ପାଇଁ କୌଣସି ପ୍ରଶାସନ ମଧ୍ୟ ଦୃଷ୍ଟି ଗୋଚର ଦେଇ ନାହିଁ ଏବଂ ପ୍ରଶାସନ କୌଣସି ପଦକ୍ଷେପ ମଧ୍ୟ ନେଇ ନାହନ୍ତି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ପୂର୍ବତନ ସାଂସଦ ଏହି ପଞ୍ଚାୟତକୁ ପୋଷ୍ୟ ପଞ୍ଚାୟତ ଭାବେ ଗ୍ରହଣ କରିଥିଲେ ମଧ୍ୟ ସମସ୍ୟା ସମାଧାନ ହୋଇ ନ ଥିବା କୁହାଯାଇଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories