www.samajalive.in
Tuesday, December 9, 2025
26.1 C
Bhubaneswar

ଜାଗ୍ରତ କନ୍ଧମାଳ ପକ୍ଷରୁ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଫୁଲବାଣୀ: ସାମାଜିକ ସଂଗଠନ ଜାଗ୍ରତ କନ୍ଧମାଳ ପକ୍ଷରୁ ଗୋପାଳପୁର-ସମ୍ବଲପୁର ଭୟା ଫୁଲବାଣୀ କିମ୍ବା ବ୍ରହ୍ମପୁର ଠାରୁ ବାଲାଙ୍ଗିର ଭାୟା ଫୁଲବାଣୀ ଦେଇ ରେଳପଥ ସଂଯୋଗୀକରଣ ଦାବି କରି ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ କନ୍ଧମାଳ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଜାଗ୍ରତ କନ୍ଧମାଳର ସାଧାରଣ ସଂପାଦକ ସତ୍ୟ ନାରାୟଣ ବେହେରାଙ୍କ ନେତୃତ୍ୱରେ କନ୍ଧମାଳ ମିଳିତ ମଂଚ ସଭାପତି ସମିର ଘଟାଲ, ରସାନନ୍ଦ ବେହେରା, ରମେଶ ଚନ୍ଦ୍ର ପ୍ରଧାନ, ମହେଶ୍ୱର ମହାରଣା, ତ୍ରିନାଥ କହଁରଙ୍କ ସମେତ ଅନ୍ୟମାନେ ଏଥିରେ ସାମିଲ୍‌‌ ହୋଇ ଦାବିପତ୍ର ପ୍ରଦାନ କରିଛନ୍ତି।

Hot this week

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

ବିଦ୍ୟୁତ୍ ତାର ଲାଗି ତାଲିମ ବିମାନ ଦୁର୍ଘଟଣା

ସମାଜ ଲାଇଭ ଡ଼େସ୍କ : ମଧ୍ୟପ୍ରଦେଶର ସିଓନିରେ ଏକ ତାଲିମ ବିମାନ...

ଅଜବ ନିଶା: କାରରେ ଭିଆଇପି ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମ, ଭାଙ୍ଗିଲା ସବୁ ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା...

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

Related Articles

Popular Categories