www.samajalive.in
Monday, December 15, 2025
14.1 C
Bhubaneswar

ଗୋପାଳପୁର ସାମ୍ବାଦିକ ସଂଘ ପକ୍ଷରୁ ବେଳାଭୂମି ସଫେଇ

ଗୋପାଳପୁର: ଗୋପାଳପୁର ସାମ୍ବାଦିକ ସଂଘ ପକ୍ଷରୁ ଆଜି ବେଳାଭୂମି ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଏନ ଏ ସି ଅଧକ୍ଷ ଏ. ଜାନକୀ ରାମ ଯୋଗ ଦେଇ ଏହି ଭଳି କାର୍ଯ୍ୟକ୍ରମ ଆୟୋଜନ କରିଥିବାରୁ ସଂଘର ସମସ୍ତ ସାମ୍ବାଦିକଙ୍କୁ ଉଚ୍ଚ ପ୍ରଶଂସା କରିବା ସହ ଆଗକୁ ଏହି ଭଳି କାର୍ଯ୍ୟକ୍ରମ ଜାରି ରଖିବା ସହ ଦରକାର ସମୟରେ ସମସ୍ତ ସହଯୋଗ କରିବେ ବୋଲି କହିଥିଲେ। ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ଏନ ଏ ସିର କାର୍ଯ୍ୟନିର୍ବାହୀ ଅଧିକାରୀ ମାନସ ରଞ୍ଜନ ମଲ୍ଲିକ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ଏନ ଏ ସି ଉପାଧକ୍ଷା ବି. ଉମା, ସଂଘ ସଭାପତି ସୂର୍ଯ୍ୟ ନାରାୟଣ ପଟନାୟକ, ଉପ ସଭାପତି ପିଣ୍ଟୁ ବେହେରା, ସମ୍ପାଦିକା ତନୁଶ୍ରୀ ନାହକ, ସହ ସମ୍ପାଦକ ଶୁଭେନ୍ଦୁ ଦାସ, କୋଷାଧ୍ୟକ୍ଷ ସାଗର ମହାରଣା, ଅନିଲ କୁମାର ପଟ୍ଟନାୟକ, ଏନ୍ .ନାଗଭୂଷଣ, ରାଜୀବ ଲୋଚନ ମିଶ୍ର, ସଞ୍ଜୟ କୁମାର ସାହୁ, ରୂପକ ମହାନ୍ତି, ଚନ୍ଦନ ସାହୁ, ସମୀର ରଥ, ଚିନୀ ରାଓ, ଉପଦେଷ୍ଟା ପଞ୍ଚୁ ବେହେରା, ଏମ. ଚନ୍ଦ୍ର ଶେଖରଙ୍କ ସମେତ ଏନ ଏ ସି କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories