www.samajalive.in
Monday, December 8, 2025
27.1 C
Bhubaneswar

ଭାଷା ବୃତ୍ତି ପାଇଥିବା ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କଲେ ବ୍ଲକ ଶିକ୍ଷା ଅଧିକାରୀ

ରେଙ୍ଗାଲିକ୍ୟାମ୍ପ: ଅତାବିରା ଉଚ୍ଚ ବିଦ୍ୟାଳୟ ଠାରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ତରଫରୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଶ୍ରୀ ମିଶ୍ରାଣୀ କୁମ୍ଭାରଙ୍କ ତତ୍ତ୍ଵାବଧାନରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ତ୍ତିକ ବାଗ, ରବୀନ୍ଦ୍ର କୁମାର ସାହୁ ଏବଂ ପ୍ରଧାନ ଶିକ୍ଷକ ମନୋଜ ହରିପାଲଙ୍କ ଉପସ୍ଥିତିରେ ଗତ ଦଶମ ପରୀକ୍ଷାରେ ଓଡ଼ିଆ ବିଷୟରେ ସର୍ବୋଚ୍ଚ ନମ୍ବର ରଖି ଭାଷା ବୃତ୍ତି ପାଇଥିବା ଛାତ୍ରଛାତ୍ରୀଙ୍କୁ ସମ୍ୱର୍ଦ୍ଧନା ଦିଆଯାଇଛି। ସେହି ଛାତ୍ର ଛାତ୍ରୀ ମାନେ ହେଲେ ସଚିରାଣୀ ମେହେର, ଶୁଭଶ୍ରୀ ତାଣ୍ଡିଆ, ଇନିଗୁରି ରକ୍ଷିତ୍, ସ୍ନିଗ୍ଧାରାଣୀ ଛତ୍ରିଆ,ସାଗରିକା ନାୟକ,ସାଇକ୍ରିଷ୍ଣା ଦାସ, ସ୍ମୃତି ଭୁଏ, ଅସିତ୍ ପଧାନ, ଦୀପାଞ୍ଜଲୀ ବାଇସ୍ତାନ, ସେଲୋନୀ ପଧାନ, ସୁଦିକ୍ଷା ନାଗ ଓ ସ୍ତୁତିଶ୍ରୀ ରଣା। ସମସ୍ତଙ୍କୁ ମାନପତ୍ର ଓ ଫୁଲତୋଡ଼ା ଦେଇ ସମ୍ୱର୍ଦ୍ଧନା କରାଯାଇଥିଲା।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories