www.samajalive.in
Monday, December 15, 2025
15.1 C
Bhubaneswar

ବିଶ୍ଵ ଐତିହ୍ୟ ସପ୍ତାହ ପାଳିତ

ଗୋପାଳପୁର: ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ଇତିହାସ ବିଭାଗ ପକ୍ଷରୁ ଆଜି ବିଶ୍ଵ ଐତିହ୍ୟ ସପ୍ତାହ ଦିବସ ପାଳିତ ହୋଇଥିଲା। ଏହି ଅବସରରେ ବିଭାଗର ମୁଖ୍ୟ ଡଃ ସଦାନନ୍ଦ ନାୟକଙ୍କ ଅଧ୍ୟକ୍ଷତାରେ ବିଭାଗର ଛାତ୍ର ଛାତ୍ରୀ ଶିକ୍ଷକ ଓ କର୍ମଚାରୀଙ୍କ ଦ୍ଵାରା ଐତିହ୍ୟ ସୁରକ୍ଷାକୁ ନେଇ ବିଭିନ୍ନ ସ୍ଲୋଗାନ ସହ କ୍ୟାମ୍ପସ ପରିକ୍ରମା ଥିଲେ। ପରେ ରାଲିରେ ଥିବା ସମସ୍ତେ ସମ୍ରାଟ ଅଶୋକଙ୍କ ଦ୍ଵିତୀୟ ଶିଳା ଲେଖା ପାଣ୍ଡିଆ ସ୍ଥିତ ଜଉଗଡରେ ପହଞ୍ଚି ବିଶ୍ଵର ଐତିହ୍ୟର ସୁରକ୍ଷା ଉପରେ ନେଇ ନଗର ପରିକ୍ରମା କରିବା ସହ ସ୍ଥାନୀୟ ହାୟର ସେକେଣ୍ଡାରୀ ସ୍କୁଲର ଛାତ୍ରଛାତ୍ରୀଙ୍କୁ ଐତିହ୍ୟର ଗୁରୁତ୍ଵ ଓ ସୁରକ୍ଷା ନେଇ ଆଲୋଚନା ଅନୁଷ୍ଠିତ ହୋଇଥିଲା। ପରେ ମା ତାରା ତାରିଣୀ ମନ୍ଦିରର ଚତୁଃପାର୍ଶ୍ଵ ସଫେଇ କରିବା ସହ ସଚେତନତା କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଭାଗର ଅଧ୍ୟାପକ ଡଃ ରମାକାନ୍ତ ଭୁଇଁୟା, ଡଃ ଶଙ୍କର୍ଷଣ ମଲିକ, କ୍ଷେତ୍ର ସହ ଅଧିକାରୀ ଡଃ ଏ. ସୋଭlରlଣୀ ସମେତ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories