www.samajalive.in
Tuesday, December 9, 2025
16.1 C
Bhubaneswar

ପୁଣି ପାଞ୍ଚ କୋଟି ଟଙ୍କାର ଗଞ୍ଜେଇ ଗଛ କାଟିଲା ପୁଲିସ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅଧୀନରେ ଥିବା ଡିଣ୍ଡିରାଗାଁ ପଞ୍ଚାୟତର ସରୁକୋଇ, ସିମିଝିରି, ମହୁମୁଣ୍ଡା, ଗଞ୍ଜୁଖୋଲ ଗାଁ ଅଂଚଳରେ ଥିବା ବିଭିନ୍ନ ଜଙ୍ଗଲ ଜମିରେ ପୋଲିସ ତରଫରୁ ଚଢ଼ାଉ କରାଯାଇ ପ୍ରାୟ ୫୫ ଏକର ଜମିରେ ବେଆଇନ ଭବରେ ଚାଷ ହୋଇଥିବା ଗଞ୍ଜେଇ ଗଛ ଗୁଡିକୁ କାଟି ନଷ୍ଟ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ପାଞ୍ଚ କୋଟି ଟଙ୍କା ହେବ ବୋଲି ପୋଲିସ ସୂଚନା ଦେଇଛି। ମାଜିଷ୍ଟ୍ରେଟ ଦାୟିତ୍ୱରେ ଫିରିଙ୍ଗିଆ ତହସିଲଦାର ଅନାମିକା ପାଣ୍ଡେଙ୍କ ଉପସ୍ଥିତିରେ ଏହି ଗଞ୍ଜେଇ କଟାକୁ ନେଇ ଫିରିଙ୍ଗିଆ ଥାନାରେ ଏକ ମାମଲା ରୁଜୁ କରାଯାଇଛି।

Hot this week

ଆଜି ବାରବାଟୀ ମହାସମର: ଦକ୍ଷିଣ ଆଫ୍ରିକାକୁ ଟକ୍କର ଦେବ ଭାରତ

କଟକ: କ୍ରିକେଟ୍‌ ମହାସମର ପାଇଁ ବାରବାଟୀ ପ୍ରସ୍ତୁତ। ଏବେ କେବଳ ମୁକାବିଲାକୁ...

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

Related Articles

Popular Categories