www.samajalive.in
Monday, December 15, 2025
15.1 C
Bhubaneswar

ରେଡକ୍ରସର ଆଜୀବନ ସଦସ୍ୟଙ୍କୁ ପ୍ରମାଣପତ୍ର ବଣ୍ଟନ

ବୌଦ୍ଧ: ବୌଦ୍ଧ ଜିଲାପାଳଙ୍କ କାର୍ୟ୍ୟାଳୟ ଠାରେ ମଙ୍ଗଳବାର ଦିନ ଜିଲା ରେଡକ୍ରସ କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଜିଲାପାଳ ତଥା ଜିଲା ରେଡକ୍ରସ କମିଟିର ଚେୟାରମ୍ୟାନ ନୃସିଂହ ଚରଣ ସ୍ୱାଇଁ ଯୋଗଦେଇ ନୂତନ ଆଜୀବନ ସଦସ୍ୟ ମାନଙ୍କୁ ପ୍ରମାଣପତ୍ର ବଣ୍ଟନ କରିଥିଲେ। ବୌଦ୍ଧ ଜିଲାରେ ନୂତନ ଆଜୀବନ ସଦସ୍ୟ ଭାବେ ସାମିଲ ହୋଇଥିବା ୭୯ ଜଣଙ୍କୁ ଜିଲାପାଳ ପ୍ରମାଣପତ୍ର ବଣ୍ଟନ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories