ବାଉଁଶୁଣି ଓ ଗୋଛାପଡ଼ାରେ ବିକଶିତ ଭାରତ ସଂକଳ୍ପ ଯାତ୍ରା

ବାଉଁଶୁଣି: ବୌଦ୍ଧ ବ୍ଲକ ଅନ୍ତର୍ଗତ ବାଉଁଶୁଣି ଓ ଗୋଛାପଡ଼ା ଠାରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଅନୁଷ୍ଠିତ ହୋଇଛି। ବାଉଁଶୁଣି ଓ ଗୋଛାପଡ଼ା ଠାରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ରଥକୁ ଉଭୟ ପଂଚାୟତରେ ଭବ୍ୟ ସ୍ୱାଗତ କରାଯାଇଥିଲା। ଏହି କାର୍ୟ୍ୟକ୍ରମରେ ଅତିଥି ଭାବେ ଅଇଁଠୁ ମହାଲିକ, ଗୋଛାପଡ଼ା ସରପଞ୍ଚ ପୂର୍ଣ୍ଣିମା ମେହେର, ସମାଜସେବୀ ଦେବଦତ୍ତ ରଥ ଉପସ୍ଥିତ ଥିଲେ। ବାଉଁଶୁଣି ଗ୍ରାମ ପଞ୍ଚାୟତର ନିର୍ବାହୀ ଅଧିକାରୀ ପ୍ରହଲ୍ଲାଦ ଭୋଇ, ଗୋଛାପଡ଼ା ଗ୍ରାମ ପଞ୍ଚାୟତର ନିର୍ବାହୀ ଅଧିକାରୀ, ଉଭୟ ପଞ୍ଚାୟତର ସମସ୍ତ ୱାର୍ଡ ସଭ୍ୟ/ସଭ୍ୟା ସମେତ ଅଙ୍ଗନୱାଡ଼ି କର୍ମୀ, ଆଶା କର୍ମୀ ଓ ସ୍ଥାନୀୟ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ଉପସ୍ଥିତ ଥିଲେ।

Comments are closed.