କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇରେ ପୁଲିସ ମୋଟର୍ସ ଟ୍ରାନ୍ସପୋର୍ଟ ଏସଆଇ ଜନ୍ମେଜୟ ମଲ୍ଲିକଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୋଟ ୫ଟି ସ୍ଥାନରେ ଭିଜିଲାନ୍ସ ଏହି ଚଢାଉ କରିଛି। ଚଢାଉ ଜାରି ରହିଥିବାରୁ ଅଧିକ ଖବର ହସ୍ତଖତ ହୋଇପାରିନାହିଁ।
Popular Categories



