ମୟୂରଭଞ୍ଜ : ମୟୂରଭଞ୍ଜ ଜିଲା ଶରତ ଥାନା ଅନ୍ତର୍ଗତ ଭଣ୍ଡାରକଲୋନୀ ସାହିରେ ଏକ ଅଭାବନୀୟ ଘଟଣା ଘଟିଥିବା ସୋମବାର ଜଣାପଡ଼ିଛି। ଜଣେ ବୃଦ୍ଧଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଉକ୍ତ ଘଟଣାରେ ଜଣେ ଅଭିଯୁକ୍ତକୁ ଅଟକ ରଖାଯାଇଛି। ଗଛକଟା ଗଣ୍ଡଗୋଳରୁ ବୃଦ୍ଧଙ୍କୁ ହତ୍ୟା କରାଯାଇଛି ବୋଲି ସୂଚନା ମିଳିଛି।
Popular Categories



