ବଲାଙ୍ଗୀର: ବଲାଙ୍ଗୀର ବରକାନିଠାରେ ନିର୍ମିତ ବିପିସିଏଲର ଏଲପିଜି ବଟଲିଂ ପ୍ଲାଣ୍ଟକୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଶୁକ୍ରବାର ଦେଶବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି। ଉପରାଷ୍ଟ୍ରପତି ଏମ. ଭେଙ୍କୟା ନାଇଡୁଙ୍କ ଗସ୍ତ ବାତିଲ ହେବା ପରେ ରାଜ୍ୟପାଳଙ୍କ ଦ୍ୱାରା ଏହା ଲୋକାର୍ପିତ ହୋଇଛି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ସଙ୍ଗୀତା ସିଂହଦେଓ, ମନ୍ତ୍ରୀ ଅରୁଣ ସାହୁ ଓ ସ୍ଥାନୀୟ ବିଧାୟକ ନରସିଂହ ମିଶ୍ର ମଧ୍ୟ ଉପସ୍ଥିତ ରହିଛନ୍ତି।
Popular Categories



