www.samajalive.in
Saturday, December 6, 2025
23.1 C
Bhubaneswar

ସଡ଼କ ଦୁର୍ଘଟଣା, ୪ ଗୁରୁତର

କଟକ : କଟକ ଜିଲା ନିଆଳି-ଫୁଲନଖରା ରାସ୍ତାର ମଝିଖଣ୍ଡ ଛକଠାରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାରେ ଛିଡ଼ା ହୋଇଥିବା ଟ୍ରକ ପଛରେ ଏକ କାର ପିଟି ହେବାରୁ ଚାରି ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ କଟକ ବଡ଼ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାରେ କାରଟି ଭାଙ୍ଗି ଯାଇଥିବା ବେଳେ ଟ୍ରକର ଚାଳକକ ଫେରାର ହୋଇ ଯାଇଛି। ପୁଲିସ ତଦନ୍ତ ଆରମ୍ଭ କରିଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories