www.samajalive.in
Friday, December 5, 2025
20.1 C
Bhubaneswar

ପିଲା ଚୋରି ଅଭିଯୋଗରେ ଅଜଣା ଯୁବକଙ୍କୁ ନିସ୍ତୁକ ମାଡ଼

ବାଲେଶ୍ୱର : ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଗୁଣ୍ଡୁରିମରା ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟି ଯାଇଛି । ପିଲା ଚୋରି ଅଭିଯୋଗରେ ଜଣେ ଅଜଣା ଯୁବକଙ୍କୁ ସ୍ଥାନୀୟ ଲୋକେ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତକୁ ଉଦ୍ଧାର କରିଥିବା ଜଣାପଡ଼ିଛି। ସୂଚନା ଯୋଗ୍ୟ, ବିଲ ପାଖରେ ଖେଳୁଥିବା ବେଳେ ଜଣେ ଶିଶୁ ନିଖୋଜ ହୋଇଯାଇଥିଲା। ବହୁତ ଖୋଜାଖୋଜି କରିବା ପରେ ଶିଶୁଟିକୁ ଜଣେ ଅଜଣା ଯୁବକ ସହ ଦେଖାଯାଇଥିଲା। ଏହାପରେ ପିଲା ଚୋରି ଅଭିଯୋଗରେ ସ୍ଥାନୀୟ ଲୋକେ  ଉକ୍ତ ଯୁବକଙ୍କୁ ମାଡ଼ ମାରିଥିଲେ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories