www.samajalive.in
Saturday, December 6, 2025
23.1 C
Bhubaneswar

ଶାଳକାଠ ଜବତ

ଯାଜପୁର : ବଡ଼ଚଣା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ କୁନ୍ଦଳ ଛକ ନିକଟରୁ ରବିବାର ସକାଳ ସମୟରେ ବନ ବିଭାଗ କର୍ମଚାରୀମାନେ ଲକ୍ଷାଧିକ ଟଙ୍କାର ଶାଳକାଠ ଜବତ କରିଛନ୍ତି। ସୂଚନା ଯୋଗ୍ୟ, ଝାଡ଼ଖଣ୍ଡ ରାଜ୍ୟରୁ ୩ଟି ବୋଲେରୋ ଯୋଗେ ଆସୁଥିବା ଏହି ଶାଳକାଠ ଗୁଡ଼ିକ ଭୁବନେଶ୍ୱର ଯାଉଥିବା କଥା ଚଣ୍ଡିଖୋଲ ସେକ୍ସନର ବନବିଭାଗ ବିଶ୍ୱସ୍ତ ସୂତ୍ରରୁ ଖବର ପାଇଥିଲା। ଯାଦ୍ୱାରା ବନ କର୍ମଚାରୀମାନେ ଜାତୀୟ ରାଜପଥରେ ଗାଡ଼ି ଅଟକାଇ ଥିଲେ। ସମ୍ପୃକ୍ତ ଘଟଣାରେ ଅଧିକ ତଦନ୍ତ ଆରମ୍ଭ ହୋଇଥିବା ଜଣାପଡ଼ିଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories