କଟକ : କଟକ ଜିଲା ବୈଦେଶ୍ୱର ଥାନା ଅନ୍ତର୍ଗତ ଅନୁଆରି ଗାଁ ପୋଖରୀରୁ ସୋମବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ ବ୍ୟକ୍ତିଙ୍କ ପରିଚୟ ଏଯାବତ୍ ମିଳିପାରି ନାହିଁ। ତାଙ୍କର ମୃତ୍ୟୁର କାରଣ ମଧ୍ୟ ଅସ୍ପଷ୍ଟ ରହିଛି। ପୋଖରୀରେ ମୃତଦେହ ଦେଖି ଅଞ୍ଚଳବାସୀ ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି।
Popular Categories



