www.samajalive.in
Saturday, December 6, 2025
14.1 C
Bhubaneswar

ନବୀନଙ୍କ ସହ ମଧ୍ୟାହ୍ନ ଭୋଜନ କଲେ ଶାହା, ନିତିଶ, ମମତା, ଧର୍ମେନ୍ଦ୍ର

ଭୁବନେଶ୍ୱର : ଓଡ଼ିଶା ଗସ୍ତରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଆସିଛନ୍ତି। ଲୋକସେବା ଭବନରେ ଅନୁଷ୍ଠିତ ହୋଇଥିବା ପୂର୍ବାଞ୍ଚଳ ପରିଷଦର ବୈଠକରେ ଯୋଗ ଦେବା ପରେ ଗୃହମନ୍ତ୍ରୀ ନବୀନ ନିବାସ ଯାଇ ସେଠାରେ ଭୋଜନ କରିଛନ୍ତି। ଶାହାଙ୍କ ସହ ସେଠାରେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ , ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ବିହାର ମୁଖ୍ୟମନ୍ତ୍ରୀ ନିତିଶ କୁମାର ଓ ଅନ୍ୟମାନେ ମଧ୍ୟ ରହିଥିଲେ। ଭୋଜନରେ ବହୁ ସୁସ୍ୱାଦୁ ଖାଦ୍ୟ ଯେପରି ଆଳୁ ମଟର, ରୁଟି, ଟମାଟୋ ଚଟଣି, ପାମ୍ପଡ଼, ପନିର, ବୁନ୍ଦି, ବାଇଗଣ ଭଜା, ମାଛ ତରକାରୀ (ଓଡ଼ିଶା ବେସର ଶୈଳୀ), ରସମଲେଇ , ଛେନାପୋଡ଼, ଆଦି ରହିଥିଲା।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories