ଭୁବନେଶ୍ୱର : ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳ ବହୁତ ଭଲ ପ୍ରଦର୍ଶନ କରିବ ବୋଲି ସୋମବାର ବିଜେଡ଼ି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଖୁବ ଶୀଘ୍ର ବଳକା ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ସୂଚନା ଯୋଗ୍ୟ, ଓଡ଼ିଶା ନିର୍ବାଚନ ଫଳାଫଳ ତ୍ରିପୁରା ଭଳି ହେବ ବୋଲି ପ୍ରଧାନମନ୍ତ୍ରୀ ମୋଦୀ ଦେଇଥିବା ମନ୍ତବ୍ୟ ଉପରେ ପ୍ରତିକ୍ରିୟା ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଭଳି କହିଛନ୍ତି। ମୁଖ୍ୟମନ୍ତ୍ରୀ ନିଜର ପ୍ରତିକ୍ରିୟା ରଖି କହିଛନ୍ତି ଯେ ତ୍ରିପୁରା ଫର୍ମୁଲା କାମ ଦେବନି ।
Popular Categories



