www.samajalive.in
Sunday, December 7, 2025
23.1 C
Bhubaneswar

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବଡ଼ସାହି : ମୟୂରଭଞ୍ଜ ଜିଲା ସ୍ଥାନୀୟ ଦୁର୍ଗାପୁର ପଞ୍ଚାୟତର ଗୋବରାଶୋଳ ଗ୍ରାମରୁ ରବିବାର ଝୁଲନ୍ତା ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହକୁ ପୁଲିସ ଉଦ୍ଧାର କରିଛି । ମୃତ ମହିଳା ଜଣଙ୍କ ହେଲେ ସେହି ଗ୍ରାମର ଚନ୍ଦ୍ରମୋହନ ସିଂଙ୍କ ପତ୍ନୀ ମିଲିମଣି(୪୫) ।
ସୂଚନା ଯୋଗ୍ୟଙ୍କ , ଚନ୍ଦ୍ରମୋହନଙ୍କ ଘର ନିକଟ ଏକ ଆମ୍ବଗଛ ଡାଳରେ ପ୍ଲାଷ୍ଟିକ ଦଉଡିରେ ମିଲିମଣିଙ୍କର ମୃତଦେହଟି ଝୁଲୁଥିଲା । ତାଙ୍କର ମସ୍ତିଷ୍କ ବିକୃତି ରହିଥିଲା ଓ ସେ ଆତ୍ମହତ୍ୟା କରିଛନ୍ତି ବୋଲି ପରିବାର ପକ୍ଷରୁ କୁହାଯାଇଛି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଜାରି ରଖିଛି ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories