www.samajalive.in
Saturday, December 6, 2025
23.1 C
Bhubaneswar

ଗୋପବନ୍ଧୁ ମେମୋରିଆଲ ହାଇ ସ୍କୁଲ ପରୀକ୍ଷା କେନ୍ଦ୍ରରେ ମନ୍ତ୍ରୀ ସମୀର ରଞ୍ଜନ ଦାଶ

ପିପିଲି : ପୁରୀ ଜିଲା ପିପିଲି ବ୍ଲକ ଅନ୍ତର୍ଗତ ଦାଣ୍ଡମୁକୁନ୍ଦପୁର ସ୍ଥିତ ଗୋପବନ୍ଧୁ ମେମୋରିଆଲ ହାଇ ସ୍କୁଲ ପରୀକ୍ଷା କେନ୍ଦ୍ରକୁ ସୋମବାର ମନ୍ତ୍ରୀ ସମୀର ରଞ୍ଜନ ଦାଶ ପରିଦର୍ଶନ କରିଛନ୍ତି। ପରୀକ୍ଷା କେନ୍ଦ୍ରକୁ ପରିଦର୍ଶନ କରିବା ସହ ମାଟ୍ରିକ ପରୀକ୍ଷା ଶେଷ ହୋଇଥିବାରୁ ସେ ଛାତ୍ରଛାତ୍ରୀଙ୍କ ଉତ୍ତମ ପରୀକ୍ଷା ଫଳ ପାଇଁ କାମନା କରିଛନ୍ତି। ପରୀକ୍ଷା ଫଳ ପ୍ରକାଶିତ ହେବା ପରେ +୨ ରେ ନାମ ଲେଖା ସହ ସଠିକ ପାଠ୍ୟ ବିଷୟ ଚୟନ ପାଇଁ ସେ ଗୁରୁଜନଙ୍କ ପରାମର୍ଶ ତଥା ନିଜର ସକ୍ଷମ ଉପରେ ଗୁରୁତ୍ୱ ଦେବାକୁ କହିଛନ୍ତି। ଏହାସହ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ସମୟରେ କିଛି ସ୍ଥାନରେ ସମସ୍ୟା ଦେଖା ଦେଇଥିଲେ ମଧ୍ୟ ଅନ୍ୟ ସମସ୍ତ ସ୍ଥାନରେ ଶୃଙ୍ଖଳିତ ଭାବେ ହୋଇଥିବାରୁ ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା ଓ କେନ୍ଦ୍ରର ଥିବା ଶିକ୍ଷକଙ୍କୁ ଓ ଅନ୍ୟମାନଙ୍କୁ ଧନ୍ୟବାଦ ଦେଇଛନ୍ତି।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories