www.samajalive.in
Sunday, December 14, 2025
14.1 C
Bhubaneswar

ବିଦ୍ୟାଳୟରେ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

ରେଙ୍ଗାଲି: ରେଙ୍ଗାଲି ବ୍ଳକ୍‌‌ ର ଲଇଡା ଠାରେ ଥିବା ଗୁରୁକୂଳ ଇଂଲିଶ୍‌‌ ମିଡିୟମ ସ୍କୁଲରେ ସମ୍ବଲପୁରର ହୋପ୍‌‌ ସ୍କୋପ୍‌‌ ଡ୍ରାଇଭିଂ ସ୍କୁଲ ପକ୍ଷରୁ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅୟୋଜିତ ହୋଇଥିଲା। ସ୍କୁଲର ଅଧ୍ୟକ୍ଷ ଭି.ଏମ୍‌‌ ମାଥ୍ୟୁସ୍‌‌ ଉ– ଅଧ୍ୟକ୍ଷ ରୋଜ ମାଥ୍ୟୁସଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମ ସମ୍ବଲପୁର ଏମ୍‌‌.ଭି. ଆଇ ଧର୍ମେନ୍ଦ୍ର କୁମାର ଦେହୁରୀ ଏବଂ ଡ୍ରାଇଭିଂ ଟ୍ରେନିଂ ସ୍କୁଲର ପ୍ରତିଷ୍ଠାତା ମନୋରଞ୍ଜନ ବେହେରାଙ୍କ ଉପସ୍ଥିତିରେ ଡ୍ରାଇଭିଂ ସ୍କୁଲର ତାଲିମଦାତା ମନୋରଞ୍ଜନ ପ୍ରଧାନ ସଡକ ସୁରକ୍ଷା, ଟ୍ରାଫିକ୍‌‌ ସିଗନାଲ୍‌‌ ସଂକ୍ରାନ୍ତରେ ତାଲିମ ପ୍ରଦାନ କରିଥିଲେ। ସୁଶ୍ରୀ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ସେହିପରି ରେଙ୍ଗାଲି ବ୍ଳକର ରେଙ୍ଗଲୋଇ ସ୍ଥିତ ଡିଡିଏ ହାଇସ୍କୁଲ ପରିସରରେ ସମ୍ବଲପୁରର ହୋପ୍‌‌ ସ୍କୋପ୍‌‌ ଡ୍ରାଇଭିଂ ସ୍କୁଲ ପକ୍ଷରୁ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Hot this week

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

Related Articles

Popular Categories