www.samajalive.in
Monday, December 15, 2025
15.1 C
Bhubaneswar

ଅକ୍ଷୟ ତୃତୀୟାରେ ମହାନଦୀ କୂଳରେ ପର୍ଶୁରାମ ଜୟନ୍ତୀ, ଜୟଦେବ ଜୟନ୍ତୀ, ଦିବ୍ୟ ଆଳତୀ

ବୌଦ୍ଧ: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ବାବା ଚନ୍ଦ୍ରଚୂଡ଼ ମନ୍ଦିର ଘାଟଠାରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବୌଦ୍ଧ ଜିଲ୍ଲା ବ୍ରାହ୍ମଣ ସମାଜ ତରଫରୁ ପର୍ଶୁରାମ ଜୟନ୍ତୀ ଉତ୍ସବରେ ସମ୍ପାଦକ ଦେବାଶିଷ ପୁରୋହିତ, ପଦ୍ମନ ମିଶ୍ର, ମିନୁପ୍ରସାଦ ମିଶ୍ର, ସଞ୍ଜୟ ଶଙ୍କର ପୁରୋହିତ, ପ୍ୟାରୀମୋହନ ପୁରୋହିତ, ସୁଶାନ୍ତ ମିଶ୍ର ଯୋଗଦେଇ ପୂଜାଧ୍ୱଜା କରିଥିଲେ। ସନ୍ଧ୍ୟାରେ ମା ମହାନଦୀ ଆଳତୀରେ ସମସ୍ତ ଅତିଥି ଯୋଗଦାନ କରି ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories