www.samajalive.in
Monday, December 15, 2025
26.1 C
Bhubaneswar

ଦମକଳ ବାହିନୀ ସହାୟତାରେ କୂଅରୁ ବଳଦ ଉଦ୍ଧାର

ଫିରିଙ୍ଗିଆ/ଫୁଲବାଣୀ: ଫିରିଙ୍ଗିଆ ବ୍ଲକ ପବିଙ୍ଗିଆ ପଞ୍ଚାୟତର ରୁଗୁଡ଼ି ସାହିରୁ ଦମକଳ ବାହିନୀ ସହାୟତାରେ କୂଅରୁ ବଳଦ ଉଦ୍ଧାର କରାଯାଇଛି। ସୂଚନା ଅନୁସାରେ ରୁଗୁଡ଼ି ସାହିରେ ମୁକୁଳା କୂଅରେ ଗୋଟିଏ ବଳଦ ଖସି ପଡିଥିଲା। ଏହି ଘଟଣାକୁ ସ୍ଥାନୀୟ ଲୋକେ ଦେଖିବା ପରେ କୂଅରୁ ବଳଦଟିକୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ଉଦ୍ଧାର କରି ନ ପାରିବାରୁ ଫିରିଙ୍ଗିଆ ଦମକଳ ବାହିନୀକୁ ଖବର ଦେବା ପରେ ଘଟଣାସ୍ଥଳରେ ଦମକଳ ବାହିନୀ ପହଂଚି ବଳଦ ଟିକୁ ଉଦ୍ଧାର କରିଥିବା ଜଣାପଡିଛି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories