www.samajalive.in
Monday, December 8, 2025
20.1 C
Bhubaneswar

ଅନନ୍ତଙ୍କୁ ଭେଟି ସ୍ବାସ୍ଥ୍ୟ ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଇସିୟୁରେ ଚିକିତ୍ସାଧୀନ ଅବସ୍ଥାରେ ଥିବା ବିଜେଡ଼ି ବିଧାୟକ ପ୍ରାର୍ଥୀ ଅନନ୍ତ ଜେନାଙ୍କୁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭେଟିଛନ୍ତି । ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଷୟରେ ଡ଼ାକ୍ତରଙ୍କ ଠାରୁ ପଚାରି ବୁଝିଛନ୍ତି । ସୂଚନା ଯୋଗ୍ୟ, ରବିବାର ଅନନ୍ତଙ୍କ ଗାଡ଼ି ଉପରକୁ ବୋମା ମାଡ଼ ହୋଇଥିଲା। ଏଥିରେ ସେ ଗୁରୁତର ହୋଇ କ୍ୟାପିଟାଲ ହସ୍ପିଟାଲର ଆଇସିୟୁରେ ଚିକିତ୍ସାଧୀନ ରହିଛନ୍ତି ।

 

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories