www.samajalive.in
Monday, December 15, 2025
16.1 C
Bhubaneswar

ଜମିର ଚକ ସମସ୍ୟା ନେଇ ଜିଲାପାଳଙ୍କ ନିକଟରେ ଦାବିପତ୍ର

ସମ୍ବଲପୁର: ସମ୍ବଲପୁର ଜିଲାପାଳଙ୍କ ନିକଟରେ ଜମିର ଚକ ମେଜର ସମସ୍ୟା ନେଇ ବରିଷ୍ଠ ଚାଷୀ ନେତା ରାମସାଗର ସାହୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ବୁଧବାର ଦେଇଥିବା ଦାବିପତ୍ର ଅନୁଯାୟୀ, ଚକବନ୍ଦି, ଜମି ଚିହ୍ନଟ ତଥା ଡିମାରକେସନ ଆଦି ସ୍ଥଗିତ କରିବା ସହିତ ଲାଗି ରହିଥିବା ସମସ୍ୟା ଗୁଡିକର ସମାଧାନ ପାଇଁ ଦାବି କରିଛନ୍ତି। ଦଣ୍ଡେଇପାଲି ଓ କୁଦୋପାଲି ଗ୍ରାମର ଚାଷୀ ମାନଙ୍କୁ ଜବରଦସ୍ତି ଧାନ ବିକିବା ପାଇଁ ଏବଂ ଜଳକର ଅସୁଲି ପାଇଁ ଚକ ବ୍ୟବସ୍ଥାରେ ବାଧ୍ୟ କରାଯାଉଛି, ଯାହାକି ଅଶାନ୍ତିର ବାତାବରଣ ସୃଷ୍ଟି କରୁଛି। ଏଣୁ ଏହି ଅଞ୍ଚଳରେ ମେଜର ବ୍ୟବସ୍ଥା ନ ହେବା ପର୍ଯ୍ୟନ୍ତ ଡିମାର୍କେସନ ଓ ଚକ ଦଖଲ ସ୍ଥଗିତ କରାଯାଉ ବୋଲି ଶ୍ରୀ ସାହୁ ଦାବି କରିଛନ୍ତି।

Hot this week

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

Related Articles

Popular Categories