www.samajalive.in
Monday, December 15, 2025
26.1 C
Bhubaneswar

ମୁଷ୍ଟି ଯୋଦ୍ଧାଙ୍କ ଆନ୍ଦୋଳନକୁ କିସାନ କ୍ଷେତ ମଜଦୂର ସଂଗଠନର ସମର୍ଥନ

ପାଟଣା: ଦିଲ୍ଲୀ ଯନ୍ତରମନ୍ତରରେ ମୁଷ୍ଟିଯୋଦ୍ଧାମାନଙ୍କ ଆନ୍ଦୋଳନକୁ ସମର୍ଥନ ଓ ଦୋଷୀ ବିଜେପି ସାଂସଦ ତଥା ଭାରତୀୟ କୁସ୍ତି ମହାସଂଘର ସଭାପତି ବ୍ରିଜଭୁଷଣ ଶରଣ ସିଂହଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିରେ ସର୍ବଭାରତୀୟ ପ୍ରତିବାଦ ଦିବସ ପରିପ୍ରେକ୍ଷୀରେ ଅଲ ଇଣ୍ଡିଆ କିସାନ କ୍ଷେତ ମଜଦୂର ସଂଗଠନ କେନ୍ଦୁଝର ଜିଲ୍ଲା କମିଟି ପକ୍ଷରୁ ଯମୁନାପଶି ଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଏଆଇକେକେଏମଏସର ସର୍ବଭାରତୀୟ କମିଟିର ସଭ୍ୟ କମ୍ରେଡ଼ ପ୍ରକାଶ ମଲ୍ଲିକ ଉପସ୍ଥିତ ଥିଲେ। ଜିଲ୍ଲା ସମ୍ପାଦକ ବେଣୁଧର ସର୍ଦ୍ଦାରଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବିକ୍ଷୋଭରେ ତ୍ରିଲୋଚନ ମହାନ୍ତ, ଭୁବନାନନ୍ଦ ସର୍ଦ୍ଦାର, ଲୋକନାଥ ପାତ୍ର, କ୍ଷେତ୍ରବାସୀ ନାଏକ ଆଦି ନେତୃତ୍ୱ ନେଇଥିଲେ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories