www.samajalive.in
Sunday, December 14, 2025
26.1 C
Bhubaneswar

ଭୈରବୀ ଡିଗ୍ରୀ ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା

ହରଭଙ୍ଗା: ଭୈରବୀ ଡିଗ୍ରୀ ମହାବିଦ୍ୟାଳୟ, ପୁରୁଣା କଟକରେ ଇଂରାଜୀ ସମ୍ମାନ ଶେଷ ବର୍ଷ ଛାତ୍ରମାନଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ବିଭାଗୀୟ ମୁଖ୍ୟ ଡ଼ ପ୍ରମୋଦ କୁମାର ମହାପାତ୍ରଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ମହାବିଦ୍ୟାଳୟର ଅଧକ୍ଷ ଡ଼ ରମେଶ ଚନ୍ଦ୍ର ତାରେନିଆଁ ଓ ବୌଧ ପଞ୍ଚାୟତ ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ଡ଼ ପ୍ରକାଶ କୁମାର ମେହେର ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ। ମହାବିଦ୍ୟଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ ସମସ୍ତ କର୍ମଚାରୀ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କର ଭବିଷ୍ୟତ ମଙ୍ଗଳ କାମନା କରିଥିଲେ।

ଛାତ୍ରୀ ପ୍ରଦିପ୍ତି ପ୍ରଧାନ ମଞ୍ଚ ପରିଚାଳନା କରିଥିଲେ ଓ ଅଧ୍ୟାପିକା ପୂଜାରକ୍ଷଣି ଦେଓ ଧନ୍ୟବାଦ୍ ଅର୍ପଣ କରିଥିଲେ। ବାହ୍ୟ ପରୀକ୍ଷକ ଭାବରେ ବଉଦ ପଞ୍ଚାୟତ ମହାବିଦ୍ୟାଳୟର ଅଧ୍ୟାପକ ଡ଼ ପ୍ରକାଶ କୁମାର ମେହେର ଯୋଗ ଦେଇ ସମସ୍ତ  ପରୀକ୍ଷା ନିରୀକ୍ଷା କରିଥିଲେ ।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories