www.samajalive.in
Sunday, December 14, 2025
16.1 C
Bhubaneswar

ଜଙ୍ଗଲରୁ ୬୦୨ କିଲୋ ଗଞ୍ଜେଇ ଜବତ

ମୋହନା: ଗଜପତି ଜିଲ୍ଳା ଆରକ୍ଷୀ ଅଧିକ୍ଷକ ସ୍ଵାତୀ.ଏସ. କୁମାରଙ୍କ ନିର୍ଦ୍ଦେଶରେ ଅଡବା ଥାନା ଅଧିକାରୀ ଶୁଭ୍ରାନ୍ତ ପଣ୍ଡାଙ୍କ ତତ୍ତ୍ଵବଧାନରେ ବିଶେଷ ସୂତ୍ରରୁ ଖବର ପାଇ ସବଇନିସପେକ୍ଟର ପୂର୍ଣ୍ଣଚନ୍ଦ୍ର ପାଲକା ଓ କର୍ମଚାରୀ ଅଡବା ଥାନା ଅନ୍ତର୍ଗତ ହାବୁକାପଙ୍କା-ବାଚାମା ନିକଟ ଜଙ୍ଗଲ ମଧ୍ୟରୁ ବାହାର ସ୍ଥାନକୁ ସ୍ଥାନାନ୍ତରିତ କରିବାପାଇଁ ଲୁକ୍କାୟିତ ଭାବେ ରଖାଯାଇଥିବା ଗଞ୍ଜେଇ ବସ୍ତାକୁ ଜବତ କରିଥିଲେ। ମୋହନା ତହସିଲଦାର ହିମାଂଶୁ ଭୂଷଣ ପଲାଇଙ୍କ ଉପସ୍ଥିତିରେ ଗଞ୍ଜେଇ ବସ୍ତା ଗୁଡିକୁ ଓଜନ କରିବାରୁ ୬୦୨କିଲୋ ୬୦୦ ଗ୍ରାମ ଗଞ୍ଜେଇ ହୋଇଥିଲା।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories