www.samajalive.in
Sunday, December 14, 2025
18.1 C
Bhubaneswar

ମାନପୁରରେ ମନୋରମା ବିଦ୍ୟାଭବନ ଉଦଘାଟିତ

ପାଟଣା: ପାଟଣା ବ୍ଲକ ଅନ୍ତର୍ଗତ କଣ୍ଟିଆପଡା ପଞ୍ଚାୟତର ମାନପୁର ଠାରେ ସମାଜସେବୀ ମଳୟ ମହାପାତ୍ରଙ୍କ ଦ୍ୱାରା ପ୍ରତିଷ୍ଠିତ ମନୋରମା ବିଦ୍ୟାଭବନ ଆଜି ଉଦଘାଟିତ ହୋଇଛି। ଏହା ଛଡ଼ା ସମାଜସେବୀ ନରେନ୍ଦ୍ର ମହାପାତ୍ର ଓ ମନୋରମା ମହାପାତ୍ରଙ୍କ ଆବକ୍ଷ ପ୍ରତିମୂର୍ତ୍ତି ମଧ୍ୟ ବିଦ୍ୟାଭବନ ପରିସରରେ ମୁଖ୍ୟ ଅତିଥିଙ୍କ ଦ୍ଵାରା ଉନ୍ମୋଚିତ ହୋଇଛି। ଏଥିରେ ମୁଖ୍ୟଅତିଥି ଭାବେ ପାଟଣା ବିଧାୟକ ଜଗନ୍ନାଥ ନାଏକ, ସମ୍ମାନିତ ଅତିଥି ଭାବେ ଆଦିବାସୀ ନେତା ସତ୍ୟବ୍ରତ ନାଏକ, ଜିଲ୍ଲା ପରିଷଦ ସଭ୍ୟ ପ୍ରଫୁଲ୍ଲ ନାଏକ, ଶିକ୍ଷାବିତ ଭାଗିରଥି ମହାନ୍ତ ଓ ସୁଭାଷିନୀ ମହାନ୍ତ, ଯୁବ ବିଜେଡି ଉତ୍ତର ଓଡ଼ିଶା ମଣ୍ଡଳ ସମ୍ପାଦକ ଦୀପକ କୁମାର ମଣ୍ଡଳ ପ୍ରମୁଖ କାର୍ଯ୍ୟକ୍ରମରେ ସାମିଲ ଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories