www.samajalive.in
Tuesday, December 9, 2025
16.1 C
Bhubaneswar

ଆଜିଠୁ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିଠାରୁ ତିନିଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି। କେତେକ ସରକାରୀ ବୈଠକରେ ସେ ଯୋଗଦେବେ। ଏହି ଗସ୍ତ କାଳରେ ଓଡ଼ିଶା ସ୍ବାର୍ଥ ସମ୍ବଳିତ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପର୍କରେ ମଧ୍ୟ ସେ ସମୀକ୍ଷା କରିବେ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ବୁଧବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଯାତ୍ରା କରିବେ। ଗୁରୁବାର ସରକାରୀ ବୈଠକରେ ଯୋଗ ଦେବେ। ଶୁକ୍ରବାର କେନ୍ଦ୍ର ସରକାରଙ୍କ ଅଧୀନରେ ପଡ଼ି ରହିଥିବା କାର୍ଯ୍ୟଗୁଡ଼ିକର ସମୀକ୍ଷା କରିବେ। ଆସନ୍ତା ୧୩ ତାରିଖରେ ସେ ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିବେ ବୋଲି ସୂଚନା ମିଳିଛି।

Hot this week

୨୦୨୬ରେ ଦୁଇ ଥର ଚଳନ କରିବେ ରହୁଟ୍ଟ ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

Related Articles

Popular Categories