ବାଲିଗୁଡ଼ା : କନ୍ଧମାଳ ଜିଲାର ବାଲିଗୁଡ଼ା ଅଞ୍ଚଳରେ ଜଣେ ଅଷ୍ଟମଶ୍ରେଣୀ ଛାତ୍ରୀଙ୍କ ସନ୍ତାନ ପ୍ରସବ ଖବର ଜଣାପଡ଼ିବା ପରେ ଉତ୍ତେଜନା ଦେଖାଦେଇଛି। ସୂଚନା ଅନୁଯାୟୀ, ଏକ ଛାତ୍ରୀ ନିବାସରେ ଜଣେ ଛାତ୍ରୀ କନ୍ୟା ସନ୍ତାନ ପ୍ରସବ କରିଥିବା ଜଣାପଡ଼ିଛି। ଏହି ଖବର ପ୍ରଚାର ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିବା ସହ ବିଦ୍ୟାଳୟ ସମ୍ମୁଖରେ ମଧ୍ୟ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଦାରିଙ୍ଗିବାଡ଼ି ଥାନାରେ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ପଚରାଉଚରା ଆରମ୍ଭ କରାଯାଇଛି।
Popular Categories



