www.samajalive.in
Sunday, December 14, 2025
19.1 C
Bhubaneswar

କଲମପୁର ସମିତି କାର୍ୟ୍ୟାଳୟ ଠାରେ ଆର୍ଟ ଅଫ ଗିଭିଂ ସମାରୋହ

କଲମପୁର: କଲମପୁର ସମିତି କାର୍ୟ୍ୟାଳୟ ପରିସରରେ ଥିବା ଏସ.ଜି.ଏସ.ୱାଇ ମିଟିଂ ହଲ୍‌‌ ଠାରେ ଆର୍ଟ ଅଫ ଗିଭିଂ ସମାରୋହ ଅନୁଷ୍ଠିତ ହେଇଯାଇଛି। କିସ୍‌‌ କ୍ୟାମ୍ପସର ଫାର୍ମାସିଷ୍ଟ ସୁବାସ ସାଙ୍କ ପ୍ରତ୍ୟ ତତ୍ୱାବଧାନରେ ଆୟୋଜିତ ଏହି ସମାରୋହରେ ବି.ଡି.ଓ ବିଜୟ କୁମାର ମାଣ୍ଡାଙ୍ଗି ମୁଖ୍ୟଅତିଥି ଭାବେ ଯୋଗ ଦେଇଥିବା ବେଳେ ସ୍ୱତନ୍ତ୍ର ଅତିଥି ଭାବେ ସମିତି ଉପାଧ୍ୟକ୍ଷ ଚିନ୍ତାମଣି ବେହେରା ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ବ୍ୟାଙ୍କ ଶାଖା ପରିଚାଳକ ଜୟଶଙ୍କର ମାଝୀ, ସମାଜସେବୀ କ୍ଷେତ୍ର ମୋହନ ମାଝୀ ପ୍ରମୁଖ ଯୋଗ ଦେଇଥିଲେ। କଲମପୁର ସମିତି କାର୍ୟ୍ୟାଳୟ ପରିସରରେ ଥିବା ଏସ.ଜି.ଏସ.ୱାଇ ମିଟି ହଲ୍‌‌ ଠାରେ ଆୟୋଜିତ ସମାରୋହରେ ୩ଜଣ ଆଶା କର୍ମୀଙ୍କ ସମେତ ୩ଜଣ ଅଙ୍ଗନୱାଡି କର୍ମୀଙ୍କୁ ସହାୟତା ପ୍ରଦାନ କରାଯାଇଥିଲା।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories