ଉପରାଷ୍ଟ୍ରପତି ନିର୍ବାଚନ.. ନାମାଙ୍କନ ପତ୍ର ଦାଖଲ କଲେ ଇଣ୍ଡିମେଣ୍ଟ ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀ

ନୂଆଦିଲ୍ଲୀ : ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଇଣ୍ଡିମେଣ୍ଟ ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀ। ବିରୋଧୀଙ୍କ ଇଣ୍ଡିମେଣ୍ଟ ଉପରାଷ୍ଟ୍ରପତି ପଦ ପାଇଁ ବି. ସୁଦର୍ଶନ ରେଡ୍ଡୀଙ୍କୁ ପ୍ରାର୍ଥୀ କରିଛି। ସେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ରହି ସାରିଛନ୍ତି। ନାମାଙ୍କନ ପତ୍ର ଦାଖଲ ସମୟରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଉପସ୍ଥିତ ଥିଲେ। ଗତକାଲି ଏନଡିଏ … Continue reading ଉପରାଷ୍ଟ୍ରପତି ନିର୍ବାଚନ.. ନାମାଙ୍କନ ପତ୍ର ଦାଖଲ କଲେ ଇଣ୍ଡିମେଣ୍ଟ ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀ