www.samajalive.in
Sunday, December 14, 2025
26.1 C
Bhubaneswar

ଖସିଲା ସିଲିଂ, ଅଳ୍ପକେ ବର୍ତ୍ତୀଲେ ପ୍ରଭାଗୀୟ ଶ୍ରମ ଆୟୁକ୍ତ

ବାଲେଶ୍ୱର: ବାଲେଶ୍ୱରର ପ୍ରଭାଗୀୟ ଶ୍ରମ ଆୟୁକ୍ତ ଅଜୟ କୁମାର ପ୍ରଧାନ ଆଜି ଏକ ନିଶ୍ଚିତ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତୀ ଯାଇଛନ୍ତି। ସମ୍ପୃକ୍ତ କାର୍ଯ୍ୟାଳୟର ପ୍ରାୟ ୫ ଫୁଟ ଗୋଲେଇ ଆକାରର ଏକ ସିମେଣ୍ଟ ଖଣ୍ଡ ସିଲିଂ ଭାଙ୍ଗି ତଳେ ପଡ଼ିଥିଲା। ପ୍ରଭାଗୀୟ ଶ୍ରମ ଆୟୁକ୍ତ ଅଜୟ କୁମାର ପ୍ରଧାନ ସେହି ସମୟରେ ନିଜ କାର୍ଯ୍ୟାଳୟରେ ଉପସ୍ଥିତ ଥିଲେ। ଏ ନେଇ ସ୍ଥାନୀୟ ଅଞ୍ଚଳର ଲୋକମାନେ ନିମ୍ନ ମାନର କାମକୁ ଦାୟୀ କରିଥିବା ବେଳେ ସେହି କାର୍ଯ୍ୟାଳୟଟି ବହୁ ପୁରୁଣା ହୋଇଥିଲେ ମଧ୍ୟ ମରାମତି ହେଉନଥିବା କୁହାଯାଇଛି।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories