www.samajalive.in
Saturday, December 6, 2025
15.1 C
Bhubaneswar

ଦୁର୍ନୀତି ଓ ଅପାରଗତା ପାଇଁ ୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ବୁଧବାର ୬ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଦୁର୍ନୀତି ଓ ଅପାରଗତା ପାଇଁ ଉକ୍ତ ୬ ଅଧିକାରୀଙ୍କୁ ଅବସର ଦିଆଯାଇଛି ବୋଲି ଜଣାପଡ଼ିଛି। ଅପାରଗତା ଓ ଅସାଧୁ ଅଧିକାରୀଙ୍କ ବିରୋଧରେ ଶୂନ୍ୟ ସହିଷ୍ଣୁତା ନୀତି ଉପରେ ସବୁବେଳେ ଜୋର ଦେଇ ଆସିଛନ୍ତି ସରକାର। ଅବସର ଦିଆଯାଇଥିବା ୬ ଅଧିକାରୀଙ୍କ ମଧ୍ୟରେ ୪ ଇଞ୍ଜିନିୟର ଏବଂ ୨ ଅବକରୀ ବିଭାଗର ଅଧିକାରୀ ଅଛନ୍ତି।

୬ ଅବସର ପାଇଥିବା ଅଧିକାରୀ ହେଲେ:

- Advertisement -

୧- କେନ୍ଦୁଝର ଗ୍ରାମ୍ୟ ଉନ୍ନୟନ ଉପନିର୍ବାହୀ ଯନ୍ତ୍ରୀ ଅଜିତ ଦେବତା

୨- କଟକ R&B କ୍ବାଲିଟି କଣ୍ଟ୍ରୋଲ ସହକାରୀ ଯନ୍ତ୍ରୀ ଜିତେନ୍ଦ୍ର ଦଳାଇ

୩- କରଞ୍ଜିଆ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀ ବିଜୟ ପରିଡା

୪- ଭୁବନେଶ୍ବର R&B ସହକାରୀ ଯନ୍ତ୍ରୀ ଗଣେଶ୍ବର ସେଠୀ

୫- ସମ୍ବଲପୁର ଓଡ଼ିଶା ପାନୀୟ ନିଗମ ବିଏମ୍ ଜୟଦୀପ ପଟ୍ଟନାୟକ

୬- ସୁନ୍ଦରଗଡ଼ ଅବକାରୀ ନିରୀକ୍ଷକ ରିହାଜ ଅହମ୍ମଦ ବେଗ

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories