www.samajalive.in
Saturday, December 6, 2025
26.1 C
Bhubaneswar

ହ୍ରାସ ପାଉଛି ଆକ୍ରାନ୍ତଙ୍କ ସଂଖ୍ୟା ; ୨୦ ହଜାର ତଳେ ନୂଆ ପଜିଟିଭ

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି। ଗତକାଲି ଜଣାପଡିଥିବା ଆକ୍ରାନ୍ତଙ୍କ ଅପେକ୍ଷା ଆଜି ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି।୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ୨୦ ହଜାର ତଳେ ରହିଛି। ଆଉ ୧୯ ହଜାର ୫୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିକିତ୍ସାଧୀନ ଅବସ୍ଥାରେ ୩୦୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। କରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୬ ହଜାର ୧୧୧ରେ ପହଞ୍ଚିଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୭୫ ହଜାର ୧୧୬କୁ ବୃଦ୍ଧି ପାଇଛି। ୨,୯୨,୫୧୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୯୬,୩୬,୪୮୭ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories