www.samajalive.in
Saturday, December 6, 2025
14.1 C
Bhubaneswar

ମହିଳାଙ୍କ ମୃତଦେହ ଜବତ

ବାଲେଶ୍ୱର : ବାଲେଶ୍ୱର ଜିଲାର ସଦର ଥାନା ଅନ୍ତର୍ଗତ ନଗ୍ରମ ନିକଟରେ ବୁଧବାର ଏକ ମହିଳାଙ୍କ ମୃତଦେହ ଜବତ ହୋଇଥିବା ଜଣାପଡ଼ିଛି। ମୃତ ମହିଳା ଜଣଙ୍କ ହେଲେ ଶିବାନୀ ନାୟକ। ସେ ରାଇସୁଆଁ ଅଞ୍ଚଳର। ତାଙ୍କର ମୃତ୍ୟୁ କାରଣ ଅସ୍ପଷ୍ଟ ରହିଥିବା ବେଳେ ହତ୍ୟା କରାଯାଇଥିବା ନେଇ ସନ୍ଦେହ କରାଯାଉଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories