www.samajalive.in
Saturday, December 6, 2025
23.1 C
Bhubaneswar

ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

ଭୁବନେଶ୍ୱର : ଏଣିକି ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ। ପ୍ରାୟ ୬୩୮୭ ଶିକ୍ଷକଙ୍କୁ ଅତିଥି ଶିକ୍ଷକ ଭାବେ ନିଯୁକ୍ତି ମିଳିବ। ଏନେଇ ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଚିଠି କରାଯାଇଛି । ଅନୁଦାନପ୍ରାପ୍ତ ହାଇସ୍କୁଲ, ବ୍ଲକ ଗ୍ରାଣ୍ଟହାଇସ୍କୁଲ ସହ ସଂସ୍କୃତ ଟୋଲ୍‌ ସ୍କୁଲରେ ଅତିଥି ଶିକ୍ଷକ ନିଯୁକ୍ତି ହେବେ। ନୂଆ ଶିକ୍ଷକ ନିଯୁକ୍ତ ହେବା ଯାଏଁ ଏହି ଶିକ୍ଷକମାନେ ଶିକ୍ଷକତା କରିବେ। ନିଜ ଅଞ୍ଚଳରେ ଫାଙ୍କା ଥିବା ପଦବୀ ବିଷୟରେ ଅବଗତ କରିବେ ଡିଇଓ। ଖାଲି ପଦବୀରେ ଟିଜିଟି ନିଯୁକ୍ତ ହେଲେ ଅତିଥି ଶିକ୍ଷକ ଅପସାରିତ ହେବେ।

୧୨ ଅଗଷ୍ଟକୁ ଅପେକ୍ଷା କରନ୍ତୁ ଏହି ୫ ରାଶି.. ଗଜଲକ୍ଷ୍ମୀ ରାଜଯୋଗ କରିବ ମାଲାମାଲ୍‌, ହଠାତ୍‌ ମିଳିବ ଧନ,ବଡ ସଫଳତା..

ଶନିବାର ସେବନ କଲେ ଏହି ଜିନିଷ: ଦୂର ହୁଏ ଶନିଦୋଷ, ମିଳେ ବିଶେଷ କୃପା, ଶରୀର ରହେ ସୁସ୍ଥ, ଦୂର ହୁଏ ଚିନ୍ତା..

- Advertisement -

Hot this week

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

Related Articles

Popular Categories