ଭୁବନେଶ୍ୱର: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ତାଙ୍କ ସହଧର୍ମିଣୀ କରୋନାରେ ଆକ୍ରାନ୍ତ ହୋଇଥିବା ଖବର ଶୁଣି ମାନ୍ୟବର ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର ଦୁଃଖ ପ୍ରକାଶ କରିଛନ୍ତି। ଏଥିସହିତ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ଏବଂ ଉଭୟ ଅବିଳମ୍ବେ ସୁସ୍ଥ ହୋଇଯିବେ ବୋଲି ଆଶା ପ୍ରକାଶ କରିଛନ୍ତି।
Popular Categories


