www.samajalive.in
Monday, December 15, 2025
14.1 C
Bhubaneswar

ସକାଳ ୧୦ଟା ମୁଖ୍ୟ ଖବର

-ପରଜଙ୍ଗ : ରାସ୍ତାରେ ଶୋଇଥିବା ଗୋରୁଙ୍କ ଉପରେ ମାଡ଼ିଗଲା ଟ୍ରକ୍; ୧୩ ମୃତ : ଦୁର୍ଘଟଣା ପରେ ଟ୍ରକ୍‌ ଚାଳକ ଫେରାର…

-ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ୍ ଅନ୍ତର୍ଗତ ତାକୁଡ ଗାଁରେ ଅଘଟଣ: ଗାଁ ଦାଣ୍ଡରୁ ଯୁବକଙ୍କ ମୃତଦେହ ଉଦ୍ଧାର……

- Advertisement -

-ନୂଆଦିଲ୍ଲୀ : ଆଜିଠୁ ମୁମ୍ବାଇରେ ୨ ଦିନିଆ ଇଣ୍ଡିଆ ମେଣ୍ଟର ସମ୍ମିଳନୀ : ଏନଡିଏ ବିରୋଧରେ ଇଣ୍ଡିଆମେଣ୍ଟର ଏହି ମେଳି; ବୈଠକରେ ସାମିଲ ହୋଇପାରନ୍ତି ୬ଜଣ ମୁଖ୍ୟମନ୍ତ୍ରୀଙ୍କ ସମେତ ୨୬ଟି ଜାତୀୟ ଦଳ ଓ ଆଞ୍ଚଳିକ ଦଳର ନେତା…

-ଏସିଆ କପ୍ ଆରମ୍ଭରୁ ପାକିସ୍ତାନର ଦମଦାର ବିଜୟ : ଆଜି ଶ୍ରୀଲଙ୍କା-ବାଂଲାଦେଶ ମୁକାବିଲା…

-ବିଶ୍ବକପ୍‌ କ୍ରିକେଟ୍‌ ୨୦୨୩ : ଆଜି ଠାରୁ ଟିକେଟ୍‌ ବିକ୍ରି; ୩ଟି ମ୍ୟାଚ୍‌ ପାଇଁ ଟିକେଟ୍‌ ବିକ୍ରି ଆଜି ଠାରୁ ଆରମ୍ଭ….

-ଦେବଗଡ଼ : ଦୁର୍ଘଟଣାରେ ୧୩ଜଣ ମହିଳା ଆହତ, ଜିଲା ବିଜେପି କାର୍ଯ୍ୟାଳୟରୁ ରକ୍ଷା ବନ୍ଧନ କାର୍ଯ୍ୟକ୍ରମରେ ଯୋଗ ଦେଇ ଫେରୁଥିବାବେଳେ ଦୁର୍ଘଟଣା ଘଟିଥିବା ସୂଚନା….

– ଶ୍ରୀମନ୍ଦିରରେ ଆଜି ଗହ୍ମା ପୂର୍ଣ୍ଣିମା : ଦୁଇ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିବେ ଦେବୀ ସୁଭଦ୍ରା…..

-ଭୁବନେଶ୍ୱର: ଆସନ୍ତା ୨ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା…..

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories