www.samajalive.in
Friday, December 12, 2025
15.1 C
Bhubaneswar

ଦିନ ୧୦ଟା – ମୁଖ୍ୟ ଖବର

୧) ଆଜିଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
– ରାଷ୍ଟ୍ରପତି କଟକ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ

୨) ୨୬ ତାରିଖରେ ପ୍ରଥମେ କଟକ ଚଣ୍ଡୀ ମନ୍ଦିରରେ ଦର୍ଶନ କରିବାର କର୍ଯ୍ୟକ୍ରମ ରହିଛି
– ପରେ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ଦଶମ ସମାବର୍ତ୍ତନ ସମାରୋହରେ ମଧ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି

- Advertisement -

୩) ୨୭ ତାରିଖରେ ଭୁବନେଶ୍ୱର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ୍‌ ହାଉସ କମ୍ପ୍ଲେକ୍ସର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି

୪) ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି କମିସନରେଟ୍‌ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
– ଭୁବନେଶ୍ୱରରେ ୧୨ ଜଣ ଅତିରିକ୍ତ ଉପାୟୁକ୍ତ, ୨୫ ଜଣ ଡିଏସ୍‌ପି, ୪୦ ଜଣ ଇନ୍ସପେକ୍ଟରଙ୍କ ନେତୃତ୍ୱରେ ୩୬ ପ୍ଲାଟୁନ ପୁଲିସ ଫୋର୍ସ, ୨ଟି କ୍ୟୁଆର୍‌ଟି ୟୁନିଟ ଓ ଏସ୍‌ଓଜି ମୁତୟନ ରହିବେ
– ୧୬୦ ଜଣ ଟ୍ରାଫିକ ପୁଲିସ ଓ ୧୫୦ ଗୃହରକ୍ଷୀ ବିଭିନ୍ନ ସ୍ଥାନରେ ଜଗିବେ

୫) ଭାରତ-ୱେଷ୍ଟଇଣ୍ଡିଜ୨ୟ ଟେଷ୍ଟରେ ୧-୦ରେ ଭାରତ ସିରିଜ ବିଜୟୀ
– ବର୍ଷା ଯୋଗୁଁ ଶେଷ ବା ୫ମ ଦିନର ଖେଳ ବାତିଲ

୬) ଓଲଟିଲା ପିକ୍‌ ଅପ୍‌ : ୧୦ ଶ୍ରମିକ ଆହତ
– ସମସ୍ତ ଆହତ ଜଳେଶ୍ୱର ଡାକ୍ତରଖାନାରେ ଭର୍ତ୍ତି

୭) ଦେବଗଡ଼ ପୌରାଞ୍ଚଳ ଜଙ୍ଗଲିକୁଦର ଗାଁରେ ଅଘଟଣ : ସାପ କାମୁଡ଼ାରେ ଦୁଇ ଭାଇ ମୃତ
– ରାତିରେ ଶୋଇଥିବା ବେଳେ କାମୁଡ଼ିଥିଲା ସାପ

୮) ପୋଲସରା କବିସୂର୍ଯ୍ୟନଗର ଥାନା ଗୁଡ଼ିଆଳୀ ଗାଁରେ ପାରିବାରିକ କଳହର କରୁଣ ପରିଣତି
– ପରିବାରର ୪ ଜଣଙ୍କୁ ହାଣିଲା ପୁଅ
– ବାପା, ମାଆ, ଭଉଣୀ ଓ ଭାଇବୋହୂ ଗୁରୁତର
– ସମସ୍ତ ଗୁରୁତର କଟକ ବଡ଼ଡାକ୍ତରଖାନାରେ ଭର୍ତ୍ତି

୯) ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ବନ୍ତୋପାଟଣା ଗାଁରେ ଅଘଟଣ
– ଗୁଣି ସନ୍ଦେହରେ ପିଟିପିଟି ହତ୍ୟା
– ଚିକିତ୍ସାଧୀନ ଅବସ୍ଥାରେ କଟକ ବଡ଼ଡାକ୍ତରଖାନାରେ ମୃତ୍ୟୁ…

୧୦) କେନ୍ଦ୍ରାପଡ଼ାରେ ବନ୍ଧୁକ ଦେଖାଇ ଆଶ୍ରମ ଲୁଟିଲେ
– ରାତ୍ରୀ ଜଗୁଆଳକୁ ବନ୍ଧୁକ ଦେଖାଇ ସଦର ଥାନା ଗୁଆଳ ସିଂହସ୍ଥିତ ମୀରା ଆଶ୍ରମରୁ ଲୁଟ୍‌ ଅଭିଯୋଗ

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories