www.samajalive.in
Saturday, December 6, 2025
16.1 C
Bhubaneswar

ପୂର୍ବାହ୍ନ ୧୧ଟା ମୁଖ୍ୟ ଖବର

ଭୁୁବନେଶ୍ୱର : ରାଜ୍ୟରେ ଆଉ ୨୬୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ; ଜନ୍ମରୁ ୧୮ ବର୍ଷ ମଧ୍ୟରେ ୪୭,ସଙ୍ଗରୋଧରୁ ୧୫୩,ସ୍ଥାନୀୟ ୧୦୯; ଆଉ ୧ ହଜାର ୯୮୭ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ

ଧର୍ମଗଡ : ଗଛରେ ଝୁଲନ୍ତା ଅବସ୍ଥାରେ ଯୁବକଯୁବତୀଙ୍କ ମୃତଦେହ ଉଦ୍ଧାର .. ଧର୍ମଗଡ ଥାନା କିର୍‍କାକାନୀ ଗାଁ ମୁଣ୍ଡ ଗଛରୁ ଉଦ୍ଧାର..ପୁଲିସ ତଦନ୍ତ ଆରମ୍ଭ

- Advertisement -

ମୋହନା : ମାଟି ବୋଝେଇ ଟ୍ରାକ୍ଟର ଓଲଟି ଜଣେ ମୃତ.. ଜଣେ ଗୁରୁତର.. ମୋହନା ଥାନା ନାରଙ୍ଗି ଛକରେ ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର..

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ଆଉ ୧୦ ହଜାର ୨୫୬ ସଂକ୍ରମିତ ଚିହ୍ନଟ .. ଆଉ ୧୩,୫୨୮ ସଂକ୍ରମିତ ସୁସ୍ଥ ହୋଇ ଫେରିଛନ୍ତି.. ଆଉ ୬୮ ଆକ୍ରାନ୍ତ ମୃତ

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories