www.samajalive.in
Wednesday, December 10, 2025
16.1 C
Bhubaneswar

ଅପରାହ୍ନ ୩ଟା ସୁଦ୍ଧା ମୁଖ୍ୟ ଖବର (୨୦ ମେ ୨୦୨୧)

ଦେଶ/ବିଦେଶ ଖବର

– ଧୂଳିକଣାରେ ୧୦ ମିଟର ପର୍ଯ୍ୟନ୍ତ ଯାଇପାରେ କରୋନା ଭୂତାଣୁ, ଘରେ ପଙ୍ଖା ରଖାଯିବା ସ୍ଥାନ ବି ଗୁରୁତ୍ଵପୂର୍ଣ୍ଣ; ନୂଆ ନିର୍ଦେଶାବଳୀ ଆଣିଲେ ସରକାର

- Advertisement -

– ଘରେ ବସି କରିହେବ କରୋନା ପରୀକ୍ଷା; ‘କୋଭିସେଲ୍ଫ’କୁ ମଞ୍ଜୁରୀ ଦେଲା ଆଇସିଏମଆର

– ସ୍ମାର୍ଟଫୋନରେ ଖୋଲିବ କାର୍‌, ଦୂରରେ ଥାଇ ଅନ୍ୟକୁ ଶେୟାର କରିପାରିବେ ଚାବି; ଗୁଗଲ ଆଣୁଛି ଆଣ୍ଡ୍ରଏଡ୍‌ ୧୨

– ବ୍ଲାକ୍‌ ଫଙ୍ଗସ: କିପରି ଚିହ୍ନିବା, କ’ଣ ପଦକ୍ଷେପ ନେବା ଜରୁରୀ ? ନିର୍ଦେଶାବଳୀ ଜାରି କଲା ଏମ୍‌ସ

– ପ୍ରେମର ତାଲା ଭାଙ୍ଗିବାକୁ ୧୦,୦୦୦ କିଲୋମିଟର ଯାତ୍ରାକଲେ ମହିଳା

– ଦେଶରେ ଗତ ୨୪ ଘଣ୍ଟାରେ ୨ ଲକ୍ଷ ୭୬ ହଜାର ୭୦ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୩୮୭୪ ମୃତ

– ମାସ୍କ ପିନ୍ଧିବା ‘ନିବୋର୍ଧ ନିୟମ’ ବୋଲି କହିଲେ ଡାକ୍ତର, ମାମଲା ରୁଜୁ କଲା ପୁଲିସ

– ଜୁଲାଇରେ ଶେଷ ହେବ କୋଭିଡ ଦ୍ୱିତୀୟ ପର୍ୟ୍ୟାୟ ସଂକ୍ରମଣ ପ୍ରଭାବ; ଛଅମାସ ପରେ ଆସିବ ତୃତୀୟ ଲହର

-ବାତ୍ୟା ତାଉ-ତେ ପ୍ରଭାବ: ଦିଲ୍ଲୀରେ ସର୍ବାଧିକ ତାପପାତ୍ରା ଖସିଲା, ମେ ମାସରେ ୧୯୫୧ ପରେ ସର୍ବନିମ୍ନ

– କୋଭିଡ ପାଇଁ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଘରୋଇକରଣ ବାଧାପ୍ରାପ୍ତ

– ତୈଳ ବିଶୋଧନ ୮୪%କୁ ହ୍ରାସକଲା ଇଣ୍ଡିଆନ ଅଏଲ

– ନୂଆଦିଲ୍ଲୀ: ବଙ୍ଗୋପସାଗରେ ସୃଷ୍ଟି ହେବାକୁ ଯାଉଥିବା ବାତ୍ୟାର ନାମ ‘ୟାସ୍‌’ ରହିବ। ଓମାନ୍‌ ପକ୍ଷରୁ ଏହି ବାତ୍ୟାର ନାମ କରଣ କରାଯାଇଛି। ୟାସ୍ ଅର୍ଥ ହେଉଛି ‘ନିରାଶ।’

– ସରକାରଙ୍କୁ ସମାଲୋଚନା ଚିନ୍ତା, ନୂଆ ଆନ୍ତର୍ଜାତିକ ଟିଭି ଚାନେଲ ଖୋଲିବ ପ୍ରସାର ଭାରତୀ

– ଜୁନରେ ଏସିଆ କପ୍‍ ଖେଳିବା ସମ୍ଭବ ନୁହେଁ: ଶ୍ରୀଲଙ୍କା କ୍ରିକେଟ ମୁଖ୍ୟ

– ଭାରତରେ ବିଶ୍ୱକପ୍‍ ଓ ଇଂଲଣ୍ଡରେ ଆଇପିଏଲ୍‍ ପାଇଁ ବିସିସିଆଇର ଯୋଜନା

– ନିଜ ସରକାରୀ ବାସଭବନକୁ କୋଭିଡ ଯତ୍ନ କେନ୍ଦ୍ରରେ ପରିଣତ କଲେ ତେଜସ୍ୱୀ ଯାଦବ

– ତାମିଲନାଡୁ ମନ୍ଦିରରେ କରୋନା ଦେବୀଙ୍କ ମୂର୍ତ୍ତି; ଚାଲିଛି ପୂଜାର୍ଚ୍ଚନା

ରାଜ୍ୟ ଖବର

– ଓଡ଼ିଶାରୁ ବିଭିନ୍ନ ରାଜ୍ୟକୁ ଅମ୍ଳଜାନ ଯୋଗାଣ କାର୍ଯ୍ୟ ଜାରି

– ଅଜଣା ଗାଡି ଧକ୍କାରେ ମହିଳା ମୃତ; କରୋନା ସଂକ୍ରମଣ ଭୟରେ ଛୁଇଁଲେନି କେହି,  ନିଜ ହାତରେ ଶବ ଉଠାଇଲେ ୨ପୁଲିସ ଅଧିକାରୀ

– ଅଟୋରିକ୍ସାକୁ ପଛପଟୁ ଧକ୍କାଦେଲା ଟ୍ରଲର : ୫ ଗୁରୁତର

– କୁଲଡ଼ିହା ଅଭୟାରଣ୍ୟରେ ହାତୀ ଶାବକର ମୃତ୍ୟୁ

– ଓଡ଼ିଶାରେ ଦିନକରେ ୧୧୪୯୮ ନୂଆ ସଂକ୍ରମିତ: ଖୋର୍ଦ୍ଧା ୧୪୯୭ ଓ କଟକରେ ୧୧୦୭ ଚିହ୍ନଟ

-ପୂର୍ବତନ ଜାତୀୟ ଫୁଟବଲର ଅସିତ୍ ପାତ୍ରଙ୍କ ଦେହାନ୍ତ

– ଇସ୍ପାତ୍‍ ଉତ୍ପାଦନ ସହ ଅମ୍ଳଜାନ ଆବଶ୍ୟକତା ପୂରଣ କରୁଛନ୍ତି ଇସ୍ପାତ୍‍ ପ୍ଲାଂଟ୍‍ – ଧର୍ମେନ୍ଦ୍ର ପ୍ରଧାନ

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories