www.samajalive.in
Wednesday, December 10, 2025
16.1 C
Bhubaneswar

ଅପରାହ୍ନ ୧ଟା ସୁଦ୍ଧା ମୁଖ୍ୟ ଖବର (୧୫ ମେ ୨୦୨୧)

ଦେଶ/ବିଦେଶ ଖବର

– ଜୁଲାଇ ସୁଦ୍ଧା ଭାରତରେ ୫୧.୬ କୋଟି ଟିକା ଉପଲବ୍ଧ ହେବ: ହର୍ଷବର୍ଦ୍ଧନ

- Advertisement -

-ଭାରତରେ ପହଞ୍ଚିଲା ୨ୟ ପର୍ଯ୍ୟାୟ ସ୍ପୁଟନିକ ଭି ଟିକା, ଆସନ୍ତା ସପ୍ତାହରୁ ବଜାରରେ ହେବ ଉପଲବ୍ଧ

-ଦିଲ୍ଲୀରେ ଆଉ ଏକ ସପ୍ତାହ ତାଲାବନ୍ଦ ଅବଧି ବଢ଼ିଲା

– ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୧୧ ହଜାର ୧୭୦ କରୋନା ସଂକ୍ରମିତ ଚିହ୍ନଟ ଓ ୪୦୭୭ ମୃତ

– କରୋନାରେ କଂଗ୍ରେସ ସାଂସଦ ରାଜୀବ ସାତଭଙ୍କ ଦେହାନ୍ତ

-୨ୟ ତରଙ୍ଗରେ ଫଳପ୍ରଦ ହେଉନି ପ୍ଲାଜମା ଥେରାପି, ଚିକିତ୍ସା ପରିଚାଳନା ନିର୍ଦେଶାବଳୀରୁ ହଟାଯିବାକୁ ନିଷ୍ପତ୍ତି

– ଅତି ଭୟଙ୍କର ସାମୁଦ୍ରିକ ଝଡ ରୂପନେଲା ତଉକତେ: ୧୮ରେ ଗୁଜରାଟ ଉପକୂଳ ଅତିକ୍ରମ କରିବ

– ଉଲଫା (ଆଇ)ର ଅସ୍ତ୍ରବିରତି ଘୋଷଣା

– ଭାରତର କୋଭିଡ ସ୍ଥିତି ବିଶ୍ୱର ଅନ୍ୟ ସବୁରାଷ୍ଟ୍ର ଠାରୁ ଭଲ ରହିଛି: ଜନ୍‍ ହପକିନ୍ସ ବିଶ୍ୱବିଦ୍ୟାଳୟ

– ପଶ୍ଚିମବଙ୍ଗରେ ଆଜିଠାରୁ ତାଲାବନ୍ଦ; ମଇ ୩୦ ପର୍ଯ୍ୟନ୍ତ ରହିବ କଟକଣା

ରାଜ୍ୟ ଖବର

– ରାଜ୍ୟର ୧୭ ଜିଲାରେ ବର୍ଷା ସମ୍ଭାବନା, ପାଣିପାଗ କେନ୍ଦ୍ରର ପୂର୍ବାନୁମାନ

– ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୧୯ ଆକ୍ରାନ୍ତ

-ରାଜ୍ୟରେ ଦିନକରେ ୧୧୭୩୨ ନୂଆ କରୋନା ସଂକ୍ରମିତ ଚିହ୍ନଟ; ଖୋର୍ଦ୍ଧାରୁ ସର୍ବାଧିକ ୧୭୧୦

– ଘରୋଇ କମ୍ପାନୀ କର୍ମଚାରୀଙ୍କ ପାଇଁ ପୁଲିସର ଇ-ଅନୁମତି ବ୍ୟବସ୍ଥା

– ପ୍ରଥମରୁ ଅଷ୍ଟମ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଚିନ୍ତା, ଗଠନ ହେଲା ବିଶେଷଜ୍ଞ କମିଟି

Hot this week

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

Related Articles

Popular Categories