www.samajalive.in
Sunday, December 7, 2025
26.1 C
Bhubaneswar

ଦିନ ୧୧ଟା ସୁଦ୍ଧା ମୁଖ୍ୟ ଖବର (୨୫ ମେ ୨୦୨୧)

ଦେଶ/ବିଦେଶ ଖବର

– ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୯୬ ହଜାର ୪୨୭ କରୋନା ସଂକ୍ରମିତ ଚିହ୍ନଟ, ୩୫୧୧ ମୃତ

- Advertisement -

– ବର୍ନାର୍ଡ ଆର୍ନଲ୍ଟ ବିଶ୍ୱର ସବୁଠୁ ଧନୀ, ଜେଫ୍‍ ବେଜୋସଙ୍କୁ ପଛରେ ପକାଇଲେ

– ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍ସି ନିଖୋଜ

ରାଜ୍ୟ ଖବର

– ରାଜ୍ୟରେ ଦିନକରେ ୧୦୯୩୯ ନୂଆ କରୋନା ସଂକ୍ରମିତ; ଖୋର୍ଦ୍ଧାରୁ ସର୍ବାଧିକ ୧୨୯୮ ଚିହ୍ନଟ

– ରାଜ୍ୟରେ ଦିନକରେ ୩୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ; ଖୋର୍ଦ୍ଧାରୁ ସର୍ବାଧିକ ୭ ମୃତ

– ବାତ୍ୟା ମୁକାବିଲା ପାଇଁ ୪୦୪ଟି ଅଭିଜ୍ଞ ଟିମ, ୧୨ ହଜାର କୁଶଳୀ ଓ ୬ ଶହରୁ ଅଧିକ ଦଳ ପ୍ରସ୍ତୁତ

– ମାଡିଆସୁଛି ଅତି ଭୟଙ୍କର ବାତ୍ୟା ୟାସ୍‍; ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ସ୍ଥାନାନ୍ତର କାର୍ଯ୍ୟ, କୋଭିଡ ସଂକ୍ରମଣ ଆଶଙ୍କାରେ କିଛି ଲୋକ ନିଜ ଘର ଛାଡିବାକୁ ନାରାଜ

– ସିଲେରୁ ନଦୀରେ ଡ଼ଙ୍ଗା ବୁଡ଼ି ଜଣେ ମୃତ, ୩ ଉଦ୍ଧାର: ୭ ନିଖୋଜ

– ଜୁନ୍‍ ୧ ପରେ ହୀରାକୁଦ ଛାଡିବ ପାଣି; ୧୩ଟି ମହାନଦୀ କୂଳ ଜିଲାକୁ ସତର୍କ ସୂଚନା ଜାରି

-ବିବାହ ଭୋଜି ରୋକିଲା ପ୍ରଶାସନ : ଦଶ ହଜାର ଜରିମାନା

– ପରଲୋକରେ ଲୋକପ୍ରିୟ ପ୍ରବଚକ ଚାରଣ ରାମ ଦାସ

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories