ଦିନ ୧୧ଟା ସୁଦ୍ଧା ମୁଖ୍ୟ ଖବର (୨୭ ମେ ୨୦୨୧)
ଦେଶ/ବିଦେଶ ଖବର
– କୋଭିଡ-୧୯ ଉତ୍ପତ୍ତିର ଗୋଇନ୍ଦା ରିପୋର୍ଟ ମାଗିଲେ ବାଇଡେନ, ତିନିମାସ ମଧ୍ୟରେ ରିପୋର୍ଟ ଦାଖଲ ନିର୍ଦ୍ଦେଶ
– ସଞ୍ଜୟ ଦତ୍ତଙ୍କୁ ୟୁଏଇର ଗୋଲ୍ଡେନ ଭିସା
– ୧୨ ବର୍ଷରୁ ଊର୍ଦ୍ଧ୍ଵ ପିଲାଙ୍କ ପାଇଁ ଉପଯୁକ୍ତ ଫାଇଜର ଟିକା, ଭାରତରେ ତ୍ଵରିତ ମଞ୍ଜୁରୀ ପାଇଁ କମ୍ପାନୀର ନିବେଦନ
– ଆତଙ୍କବାଦକୁ କୂଟନୀତି ଭାବରେ ଗ୍ରହଣ କରିପାରିବୁ ନାହିଁ: ଜୟଶଙ୍କର
– ଡୋମିନାକାରେ ଧରାପଡିଲେ ପଳାତକ ବ୍ୟବସାୟୀ ମେହୁଲ ଚୋକ୍ଷି
– ଭାରତୀୟ ଔଷଧ କ୍ଷେତ୍ରର ଦ୍ରୁତ ଅଭିବୃଦ୍ଧି
– ଦେଶରେ ପୁଣି ୨ ଲକ୍ଷ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା
ରାଜ୍ୟ ଖବର
– ଭୁବନେଶ୍ୱର ଓ କୋଲକାତା ବିମାନ ବନ୍ଦରରୁ ଉଡାଣ ଆରମ୍ଭ
– ରାଜ୍ୟରେ ଦିନକରେ ୬୭୩୬ ନୂଆ ସଂକ୍ରମିତ ଚିହ୍ନଟ; ଅନୁଗୁଳରୁ ସର୍ବାଧିକ ୭୮୮
Comments are closed.