www.samajalive.in
Saturday, December 6, 2025
19.1 C
Bhubaneswar

ଦିନ ୧୧ଟା ସୁଦ୍ଧା ମୁଖ୍ୟ ଖବର (୨୨ ମେ ୨୦୨୧)

ଦେଶ/ବିଦେଶ ଖବର

ଦେଶରେ ଗତ ୨୪ ଘଣ୍ଟାରେ ୨ ଲକ୍ଷ ୫୭ ହଜାର ୨୯୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪ ହଜାର ୧୯୪ ଜଣ ପ୍ରାଣ ହରାଇଛନ୍ତି।

- Advertisement -

ଟିକା ସମସ୍ୟା ପାଇଁ କେନ୍ଦ୍ରକୁ ପରୋକ୍ଷରେ ଦାୟୀ କଲା ସିରମ ଇନଷ୍ଟିଚ୍ୟୁଟ୍‌

– ଭବିଷ୍ୟତରେ କୋଭିଡ-୧୯ ସାଧାରଣ ଥଣ୍ଡା ରୋଗରେ ପରିଣତ ହୋଇପାରେ: ଗବେଷକ

– ଗଣତନ୍ତ୍ର ଦିବସରେ ଲାଲ କିଲ୍ଲା ହିଂସା; ୩୨୨୪ ପୃଷ୍ଠାର ଅଭିଯୋଗ ଫର୍ଦ୍ଦ ଦାଖଲ

– ୨୦୨୦ ବିହାର ନିର୍ବାଚନରେ ଭାଜପାର ଖର୍ଚ୍ଚ ୭୧.୭୩ କୋଟି ; ତାରକା ପ୍ରଚାରକଙ୍କ ବିମାନ ଭଡା ୨୪ କୋଟି

– ମୁଣ୍ଡପିଛା ଆୟରେ ଭାରତକୁ ଟପିଲା ବାଂଲାଦେଶ

– ଏୟାର ଇଣ୍ଡିଆ ତଥ୍ୟ ଚୋରି :୪୫ ଲକ୍ଷ ପ୍ରଭାବିତ

– ଚୀନରେ ଭୂମିକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୭.୪

– ଜାମ୍ମୁରେ ୧୨୦ ବର୍ଷୀୟା ମହିଳା ନେଲେ କୋଭିଡ ଟିକା

ରାଜ୍ୟ ଖବର

– ଦିନକରେ ରାଜ୍ୟରେ ନୂଆ ୧୧୧୦୮ ଆକ୍ରାନ୍ତ ଚିହ୍ନଟ; ଖୋର୍ଦ୍ଧାରୁ ୧୪୫୧

– ବାତ୍ୟା ‘ୟାସ’ ଆଶଙ୍କା – ୭୪ ଟ୍ରେନ୍ ବାତିଲ

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories