– ଦେଶରେ କରେନା ଟିକାକରଣ : ଟିକା ନେଲେଣି ୧୮କୋଟି ୨୨ଲକ୍ଷ ୨୦ ହଜାର ୧୬୪
–କରେନା ଟିକାକରଣ ; ୬୦ ବର୍ଷରୁ ଅଧିକ: ୩୯.୮%, ୪୫-୬୦ ବର୍ଷ: ୪୫.୪%, ୩୦-୪୫ ବର୍ଷ: ୯.୫%, ୧୮-୩୦ ବର୍ଷ: ୫.୩% ଟିକା ନେଲେଣି
–ଏପର୍ଯ୍ୟନ୍ତ ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ୨୦କୋଟିରୁ ଊର୍ଦ୍ଧ୍ବ କୋଭିଡ୍ ଟିକା ଦିଆଯାଇ ସାରିଲାଣି
– ଜୁଲାଇ ସୁଦ୍ଧା ଭାରତରେ ୫୧.୬ କୋଟି ଟିକା ଉପଲବ୍ଧ ହେବ: ହର୍ଷବର୍ଦ୍ଧନ
–ଭାରତରେ ପହଞ୍ଚିଲା ୨ୟ ପର୍ଯ୍ୟାୟ ସ୍ପୁଟନିକ–ଭି ଟିକା, ଆସନ୍ତା ସପ୍ତାହରୁ ବଜାରରେ ହେବ ଉପଲବ୍ଧ
– ଗୋଆ ଚିକିତ୍ସା ମହାବିଦ୍ୟାଳୟରେ ଅମ୍ଳଜାନ ଅଭାବରୁ ଆଉ ୮ ରୋଗୀ ମୃତ, ୫ ଦିନରେ ଗଲାଣି ୮୩ ଜୀବନ
–ଦିଲ୍ଲୀରେ ଆଉ ଏକ ସପ୍ତାହ ତାଲାବନ୍ଦ ଅବଧି ବଢ଼ିଲା
– ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୧୧ ହଜାର ୧୭୦ କରୋନା ସଂକ୍ରମିତ ଚିହ୍ନଟ ଓ ୪୦୭୭ ମୃତ
– କରୋନାରେ କଂଗ୍ରେସ ସାଂସଦ ରାଜୀବ ସାତଭଙ୍କ ଦେହାନ୍ତ
– ଭାରତର କୋଭିଡ ସ୍ଥିତି ବିଶ୍ୱର ଅନ୍ୟ ସବୁରାଷ୍ଟ୍ର ଠାରୁ ଭଲ ରହିଛି: ଜନ୍ ହପକିନ୍ସ ବିଶ୍ୱବିଦ୍ୟାଳୟ
– ପଶ୍ଚିମବଙ୍ଗରେ ଆଜିଠାରୁ ତାଲାବନ୍ଦ, ମଇ ୩୦ ପର୍ଯ୍ୟନ୍ତ ରହିବ କଟକଣା
–୨ୟ ତରଙ୍ଗରେ ଫଳପ୍ରଦ ହେଉନି ପ୍ଲାଜମା ଥେରାପି, ଚିକିତ୍ସା ପରିଚାଳନା ନିର୍ଦେଶାବଳୀରୁ ହଟାଯିବାକୁ ନିଷ୍ପତ୍ତି
– ସ୍ଥଳଭାଗ ଛୁଇଁବା ପୂର୍ବରୁ ‘ତୌକ୍ତେ’ର ତାଣ୍ଡବ; କର୍ଣ୍ଣାଟକରେ ୪ ମୃତ, ବୈଠକ ଡକାଇଲେ ଶାହ
– ଅତି ଭୟଙ୍କର ସାମୁଦ୍ରିକ ଝଡ ରୂପନେଲା ତଉକତେ: ୧୮ରେ ଗୁଜରାଟ ଉପକୂଳ ଅତିକ୍ରମ କରିବ
– ଉଲଫା (ଆଇ)ର ଅସ୍ତ୍ରବିରତି ଘୋଷଣା
– ରାଜ୍ୟର ୧୭ ଜିଲାରେ ବର୍ଷା ସମ୍ଭାବନା, ପାଣିପାଗ କେନ୍ଦ୍ରର ପୂର୍ବାନୁମାନ
–ରାଜ୍ୟରେ ଫିଲ୍ମ ଓ ସିରିଏଲ ସୁଟିଂ ଉପରେ କଟକଣା ଲଗାଇଲେ ସରକାର, ସମସ୍ତ ପ୍ରକାର ଇନଡୋର ଓ ଆଉଟଡୋର ସୁଟିଂ ଉପରେ ପ୍ରତିବନ୍ଧକ
– ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୧୯ ଆକ୍ରାନ୍ତ
-ରାଜ୍ୟରେ ଦିନକରେ ୧୧୭୩୨ ନୂଆ କରୋନା ସଂକ୍ରମିତ ଚିହ୍ନଟ; ଖୋର୍ଦ୍ଧାରୁ ସର୍ବାଧିକ ୧୭୧୦
– ଘରୋଇ କମ୍ପାନୀ କର୍ମଚାରୀଙ୍କ ପାଇଁ ପୁଲିସର ଇ-ଅନୁମତି ବ୍ୟବସ୍ଥା
– ପ୍ରଥମରୁ ଅଷ୍ଟମ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଚିନ୍ତା, ଗଠନ ହେଲା ବିଶେଷଜ୍ଞ କମିଟି