www.samajalive.in
Monday, December 8, 2025
14.1 C
Bhubaneswar

ଦିନ ୪ଟା-ମୁଖ୍ୟ ଖବର

– ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
– ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କରିବେ

–ଆକାଶମାର୍ଗରୁ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ  ପରେ ଭୁବନେଶ୍ୱରରେ ସମୀକ୍ଷା

ପଶ୍ଚିମବଙ୍ଗ ବାତ୍ୟା କ୍ଷୟକ୍ଷତି ଅଞ୍ଚଳ ମଧ୍ୟ ପରିଦର୍ଶନ କରି ସ୍ଥିତିର ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ 

–ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

– କଳା କବକ ସଂକ୍ରମଣ: ଆମେରିକାରୁ ଆସିବ ୧୦ ଲକ୍ଷ ଆମ୍ଫୋଟେରିସିନ୍‌ ଇଞ୍ଜେକ୍ସନ

– ଚିନ୍ତା ବଢ଼ାଉଛି ଧଳା କବକ ସଂକ୍ରମଣ; ରୋଗୀଙ୍କ ଅନ୍ତ୍ରନଳୀରେ ହୋଇଯାଉଛି ଛିଦ୍ର

– କରୋନା ବିରୋଧୀ ଲଢ଼େଇ​ରେ ସାମିଲ ହେଲା ‘କକ୍‌ଟେଲ ଆଣ୍ଟିବଡି’, ରୋଗୀଙ୍କ ଉପରେ ୭୦% ପ୍ରଭାବୀ

– ଭାରତୀୟ ଔଷଧ କ୍ଷେତ୍ରର ଦ୍ରୁତ ଅଭିବୃଦ୍ଧି

– ଦେଶରେ ପୁଣି ୨ ଲକ୍ଷ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

– ୧୨ ବର୍ଷରୁ ଊର୍ଦ୍ଧ୍ଵ ପିଲାଙ୍କ ପାଇଁ ଉପଯୁକ୍ତ ଫାଇଜର ଟିକା, ଭାରତରେ ତ୍ଵରିତ ମଞ୍ଜୁରୀ ପାଇଁ କମ୍ପାନୀର ନିବେଦନ

– ଆତଙ୍କବାଦକୁ କୂଟନୀତି ଭାବରେ ଗ୍ରହଣ କରିପାରିବୁ ନାହିଁ: ଜୟଶଙ୍କର

ବିପଦ ସଙ୍କେତ ଉପରେ ବୈତରଣୀ

ପ୍ରବଳ ବର୍ଷା ଯୋଗୁଁ ଆନନ୍ଦପୁରରେ ଫୁଲୁଛି ବୈତରଣୀ

– ଭୁବନେଶ୍ୱର ଓ କୋଲକାତା ବିମାନ ବନ୍ଦରରୁ ଉଡାଣ ଆରମ୍ଭ

– ରାଜ୍ୟରେ ଦିନକରେ ୬୭୩୬ ନୂଆ ସଂକ୍ରମିତ ଚିହ୍ନଟ; ଅନୁଗୁଳରୁ ସର୍ବାଧିକ ୭୮୮

ରାଜ୍ୟରେ ଦିନକରେ ଆଉ ୩୪ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି ;  ମୋଟ ମୃତ୍ୟୁ ସଂଖ୍ୟା ୨ ହଜାର ୬୧୮

– କରୋନାରେ ସୁନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତିରାଜ ଖୋସଲାଙ୍କ ପରଲୋକ

– ସ୍ୱନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତିରାଜ ଖୋସଲାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

– ସଞ୍ଜୟ ଦତ୍ତଙ୍କୁ ୟୁଏଇର ଗୋଲ୍ଡେନ ଭିସା

– ନୂଆ ଆଇଟି ନିୟମ ସାମାଜିକ ଗଣମାଧ୍ୟମର ଦୁରୁପୋଯୋଗ ରୋକିବାକୁ ଉଦ୍ଦିଷ୍ଟ: ରବିଶଙ୍କର

– ଡୋମିନାକାରେ ଧରାପଡିଲେ ପଳାତକ ବ୍ୟବସାୟୀ ମେହୁଲ ଚୋକସୀ

– କୋଭିଡ-୧୯ ଉତ୍ପତ୍ତିର ଗୋଇନ୍ଦା ରିପୋର୍ଟ ମାଗିଲେ ବାଇଡେନ, ତିନିମାସ ମଧ୍ୟରେ ରିପୋର୍ଟ ଦାଖଲ ନିର୍ଦ୍ଦେଶ

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories